Masthead

ଦିନିକିଆ ଝାଡଖଣ୍ଡ ବନ୍ଦ

ଝାଡଖଣ୍ଡ (ବଡ଼ ଖବର ବ୍ୟୁରୋ): ଜମି ଦୁର୍ନୀତି ମାମଲାରେ ଗିରଫ ହୋଇଛନ୍ତି ଝାଡଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ । ଦୀର୍ଘ ୭ଘଣ୍ଟାର ମାରାଥନ ଜେରା ପରେ ହେମନ୍ତ ସୋରେନଙ୍କୁ ବାନ୍ଧିଛି ଇଡ଼ି । ଆଜି ହେମନ୍ତଙ୍କୁ ସ୍ପେଶାଲ କୋର୍ଟରେ ହାଜର କରିବା ସହିତ ୭ଦିନିଆ ରିମାଣ୍ଡ ପାଇଁ ଆବେଦନ କରିପାରେ ଇଡି ।

ସେପଟେ ଜେଏମଏମ ଅଧକ୍ଷ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ଗିରଫଦାରୀକୁ ବିରୋଧ କରାଯାଇଛି। ଆଦିବାସୀ ସଂଘ ପକ୍ଷରୁ ଆଜି ଦିନିକିଆ ଝାଡ଼ଖଣ୍ଡ ବନ୍ଦ ପାଳନ କରାଯାଉଛି । ଆଦିବାସୀ ମୂଳବାସୀ ସଂଗଠନ ରାଜ୍ୟବାସୀଙ୍କୁ ଏହି ବନ୍ଦ ପାଳନରେ ସାମିଲ ହେବାକୁ ସୋସିଆଲ ମିଡିଆରେ ରାଜ୍ୟବାସୀଙ୍କୁ ଅପିଲ କରିଛି । ଝାଡ଼ଖଣ୍ଡ ମୁକ୍ତିମୋର୍ଚ୍ଚା ପକ୍ଷରୁ କୌଣସି ବନ୍ଦ ଡାକରା ଦିଆଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା