Masthead

ଇମ୍ରାନ ସରକାରଙ୍କ ମୁଖା ଖୋଲିବେ ଆଜି ନରେନ୍ଦ୍ର ମୋଦି

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ତାଜିକିସ୍ତାନର ରାଜଧାନୀ ଦୁଶାଂବେ ଅନୁଷ୍ଠିତ ହେବାକୁ ଥିବା ସଂଘାଇ ସହଯୋଗ ସଙ୍ଗଠନର ବାର୍ଷିକ ଶିଖର ବୈଠକରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଅଂଶଗ୍ରହଣ କରିବେ । ଏହି ବୈଠକରେ ଆତଙ୍କବାଦ, ଆଞ୍ଚଳିକ ସୁରକ୍ଷା, ଆଫଗାନିସ୍ତାନ ସଙ୍କଟ, ସହଯୋଗ ଏବଂ ସଂଯୋଗ ଊପରେ ଆଲୋଚନା କରାଯିବ । ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ ମଧ୍ୟ ଏହି ବୈଠକରେ ଯୋଗ ଦେବାର କଥା ସାମ୍ନକୁ ଆସିଛି । ଯାହାଫଳରେ ପ୍ରଧାନମନ୍ତ୍ରୀ ପୁଣିଥରେ ପାକିସ୍ତାନର ଅସଲ ଚେହେରାକୁ ସାରା ବିଶ୍ୱ ଆଗରେ ପ୍ରକାଶ କରିବା ସହ ଆତଙ୍କବାଦ ପ୍ରସଙ୍ଗରେ ଇମ୍ରାନ ଖାନଙ୍କୁ କଡ଼ା ସମାଲୋଚନା କରିବେ ବୋଲି ଅନୁମାନ କରାଯାଉଛି ।

ବାସ୍ତବରେ ଆଫଗାନିସ୍ତାନ ସଙ୍କଟରେ ପାକିସ୍ତାନର ଭୂମିକା ଖୋଲାଖୋଲି ଭାବରେ ବିଶ୍ୱ ଆଗରେ ପଦାରେ ପଡ଼ିଛି । ତାଲିବାନ ଓ ଆତଙ୍କବାଦୀଙ୍କୁ ପାକିସ୍ତାନ କିପରି ସମର୍ଥନ କରୁଛି ତାହା ମଧ୍ୟ ବିଶ୍ୱ ଦେଖୁଛି । ଅନ୍ୟପଟେ ଆଫଗାନିସ୍ତାନ ସଙ୍କଟ ପରେ ଏହା ପ୍ରଥମ ଥର ହେବ ଯେଉଁଥିରେ ପ୍ରଧାନମନ୍ତ୍ରୀ ମୋଦୀ ଏବଂ ଇମ୍ରାନ ଖାନ ମୁହାଁମୁହିଁ ହେବା ପାଇଁ ଯାଉଛନ୍ତି ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି