Masthead

ଆଜି ଦାରୁଦିଅଁଙ୍କ ଶ୍ରୀଅଙ୍ଗରେ ଲାଗିହେବ ଫୁଲୁରୀ ତେଲ

ପୁରୀ(ବଡ଼ ଖବର ବ୍ୟୁରୋ): ପବିତ୍ର ଦେବସ୍ନାନ ପୂର୍ଣ୍ଣିମାରେ ୧୦୮ ଗରା ସୁବାସିତ ଜଳରେ ସ୍ନାନ କରିବା ପରେ ଜ୍ୱରରେ ପଡ଼ିଛନ୍ତି ମହାପ୍ରଭୁ। ଅଣସର ଘରେ ଏବେ ଚତୁର୍ଦ୍ଧାବିଗ୍ରହଙ୍କ ଗୁପ୍ତ ଚିକିତ୍ସା ବା ଗୁପ୍ତ ସେଵା ଜାରି ରହିଛି । ଗତକାଲି ଦଇତାପତି ସେବାୟତ ମାନେ ମହାପ୍ରଭୁଙ୍କ ଶ୍ରୀଅଙ୍ଗ ଫିଟା ନୀତି ସମ୍ପାଦିତ କରିଛନ୍ତି। ଆଜି ଅଣସର ଗୃହରେ ଦାରୁଦିଅଁଙ୍କ ଶ୍ରୀଅଙ୍ଗରେ ଫୁଲୁରୀ ତେଲ ଲାଗି କରାଯିବ। ଦଇତାପତି ସେବକମାନେ ଏହି ଫୁଲୁରୀ ତେଲ ଲାଗି କରିଵେ । ମହାପ୍ରଭୁଙ୍କ ଗୁପ୍ତନୀତି ମଧ୍ୟରେ ଫୁଲୁରୀ ତେଲ ଲାଗି ଏକ ଗୁରୁତ୍ୱପୂର୍ଣ୍ଣ ଅଂଶ। ପ୍ରତିବର୍ଷ ବଡ ଓଡ଼ିଆ ମଠ ପକ୍ଷରୁ ମହାପ୍ରଭୁଙ୍କ ଲାଗି ଫୁଲୁରୀ ତେଲ ଯୋଗାଇ ଦିଆଯାଇଥାଏ ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ