Masthead

ଆଜି ଦାରୁଦିଅଁଙ୍କ ଶ୍ରୀଅଙ୍ଗରେ ଲାଗିହେବ ଫୁଲୁରୀ ତେଲ

ପୁରୀ(ବଡ଼ ଖବର ବ୍ୟୁରୋ): ପବିତ୍ର ଦେବସ୍ନାନ ପୂର୍ଣ୍ଣିମାରେ ୧୦୮ ଗରା ସୁବାସିତ ଜଳରେ ସ୍ନାନ କରିବା ପରେ ଜ୍ୱରରେ ପଡ଼ିଛନ୍ତି ମହାପ୍ରଭୁ। ଅଣସର ଘରେ ଏବେ ଚତୁର୍ଦ୍ଧାବିଗ୍ରହଙ୍କ ଗୁପ୍ତ ଚିକିତ୍ସା ବା ଗୁପ୍ତ ସେଵା ଜାରି ରହିଛି । ଗତକାଲି ଦଇତାପତି ସେବାୟତ ମାନେ ମହାପ୍ରଭୁଙ୍କ ଶ୍ରୀଅଙ୍ଗ ଫିଟା ନୀତି ସମ୍ପାଦିତ କରିଛନ୍ତି। ଆଜି ଅଣସର ଗୃହରେ ଦାରୁଦିଅଁଙ୍କ ଶ୍ରୀଅଙ୍ଗରେ ଫୁଲୁରୀ ତେଲ ଲାଗି କରାଯିବ। ଦଇତାପତି ସେବକମାନେ ଏହି ଫୁଲୁରୀ ତେଲ ଲାଗି କରିଵେ । ମହାପ୍ରଭୁଙ୍କ ଗୁପ୍ତନୀତି ମଧ୍ୟରେ ଫୁଲୁରୀ ତେଲ ଲାଗି ଏକ ଗୁରୁତ୍ୱପୂର୍ଣ୍ଣ ଅଂଶ। ପ୍ରତିବର୍ଷ ବଡ ଓଡ଼ିଆ ମଠ ପକ୍ଷରୁ ମହାପ୍ରଭୁଙ୍କ ଲାଗି ଫୁଲୁରୀ ତେଲ ଯୋଗାଇ ଦିଆଯାଇଥାଏ ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ