Masthead

ସୁସ୍ଥ ହେଲେ ମହାବାହୁ, ଆଜି ରାଜପ୍ରସାଦ ବିଜେ ନୀତି

ପୁରୀ  (ବଡ଼ ଖବର ବ୍ୟୁରୋ):  ଆଜି ଦ୍ୱାଦଶୀ ତିଥିରେ ଶ୍ରୀଜିଉମାନଙ୍କର ଅନୁଷ୍ଠିତ ହେବ ରାଜପ୍ରାସାଦ ବିଜେ ନୀତି। ସକାଳ ଧୂପ ସରିବା ପରେ ଜୟବିଜୟ ଦ୍ୱାର ବନ୍ଦ କରାଯାଇ ବେହେରଣ ଦ୍ୱାର ଫିଟିବା ସହ ଶ୍ରୀମନ୍ଦିରରୁ ଶ୍ରୀନଅରକୁ ରାଜପ୍ରସାଦ ବିଜେ କରାଯିବ। ଗତକାଲି ଏକାଦଶୀ ତିଥିରେ ମହାପ୍ରଭୁଙ୍କୁ ଖଳି ଲାଗି ଓ ରକ୍ତ ବସ୍ତ୍ର ଲାଗି କରାଯାଇଥିବା ବେଳେ ଶ୍ରୀଜିଉଙ୍କୁ ରାଜବୈଦ୍ୟଙ୍କ ଦ୍ୱାରା ପ୍ରସ୍ତୁତ ଦଶମୂଳ ଔଷଧ ଲାଗି କରାଯାଇଥିଲା। ମହାପ୍ରଭୁ ଆରୋଗ୍ୟ ଲାଭ କରିଥିବା ବେଳେ ଏହି ଖବର ଗଜପତି ମହାରାଜାଙ୍କୁ ସୂଚିତ କରାଇବା ନିମନ୍ତେ ଦଇତାପତି ଓ ବିଦ୍ୟାପତିମାନେ ଶ୍ରୀଜୀଉଙ୍କ ପ୍ରସାଦ ରୂପେ କରାଳ, ଚନ୍ଦନ, ପାଟବସ୍ତ୍ର କୁ ନେଇ ଶ୍ରୀମନ୍ଦିରରୁ ଶ୍ରୀନହରକୁ ବିଜେ କରିବେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି