Masthead

ରଥ ନିର୍ମାଣ ପାଇଁ ଆଜିଠାରୁ ଅନୁକୂଳ ହେବ ରଥକାଠ

ପୁରୀ (ବଡ଼ ଖବର ବ୍ୟୁରୋ):  ଆଜି ଠାରୁ ରଥ ନିର୍ମାଣ ପାଇଁ ରଥକାଠ ଅନୁକୂଳ ହେବ । ଶ୍ରୀପଞ୍ଚମୀ ଅବସରରେ ଆଜି ଅନୁଷ୍ଠିତ ହେବ ରଥକାଠ ପୂଜା ନୀତି। ଶ୍ରୀନଅର ସମ୍ମୁଖ ରଥଖଳାକୁ ରଥକାଠ ଆଗମନ ହେବ । ପରମ୍ପରା ଅନୁଯାୟୀ ତିନିଖଣ୍ଡ ଧଉରା କାଠକୁ ପୂଜାର୍ଚ୍ଚନା କରାଯିବ । ତିନି ରଥ ପାଇଁ ତିନୋଟି ୧୨ ଫୁଟିଆ ଧଉରା କାଠକୁ ପୁଷ୍ପମାଲ୍ୟ ଦେଇ କରାଯିବ ପୂଜାର୍ଚ୍ଚନା । ଅପରାହ୍ନରେ ରୀତିନୀତି ସମ୍ପନ୍ନ ହେବ । ରାଜନଅର ପକ୍ଷରୁ ଶୌତ୍ରିୟ ବ୍ରାହ୍ମଣ ଏହି ପୂଜାର୍ଚ୍ଚନା କରିବେ ।

ରାଜପୁରୋହିତ, ଶ୍ରୋତ୍ରୀୟ ବ୍ରାହ୍ମଣଙ୍କ ଦ୍ୱାରା ତିନିଖଣ୍ଡ ୧୨ ଫୁଟିଆ ଧଉରା କାଠ ଉପରେ ପଞ୍ଚାମୃତ ସିଞ୍ଚନ କରି ଦିପ, ଧୂପ ନୈବେଦ୍ୟ ଦେଇ ପୂଜାର୍ଚ୍ଚନା କରାଯିବ। ସେହିପରି ରଥ ଖଳାକୁ ପରିଷ୍କାର କରାଯିବା ସହ ତିନିରଥର ତିନୋଟି ଧଉରା କାଠକୁ ରଖାଯିବ। ଶ୍ରୋତ୍ରୀୟ ବ୍ରାହ୍ମଣ ଓ ରାଜଗୁରୁ ବନଜାଗ ପଦ୍ଧତିରେ ମନ୍ତ୍ର ଉଚ୍ଚାରଣ କରି ପୂଜା କରିବେ। ଏହି ଅବସରରେ ଶ୍ରୀଫଳ ବାଡେଇ ଏହାକୁ ପୂଜାର୍ଚ୍ଚନା କରାଯିବ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ