Masthead

ଆଜି କରୋନା ସ୍ଥିତି ଅନୁଧ୍ୟାନ କରିବେ କେନ୍ଦ୍ରୀୟ ଟିମ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରାଜ୍ୟରେ କରୋନା ସ୍ଥିତିର ଅନୁଧ୍ୟାନ କରିବେ କେନ୍ଦ୍ରୀୟ ଟିମ୍। ଆଜି ପୁରୀ ଓ ଜଗତସିଂହପୁର ଗସ୍ତ କରି ସ୍ଥିତି ସମୀକ୍ଷା କରିବେ । ସୋମବାର ଏହି ଟିମ୍ ଓଡ଼ିଶା ପହଞ୍ଚିଥିଲା । ଟିମ୍ କୋଲକାତା ଜନସ୍ୱାସ୍ଥ୍ୟ ବିଭାଗର ଡା.ଶିବାନୀ ଦତ୍ତ ଓ ଭୁବନେଶ୍ୱର ଏମ୍ସର ଡା. ପ୍ରଶାନ୍ତ ମହାପାତ୍ର ରହିଛନ୍ତି ।

ତେବେ ସୋମବାର କରୋନା ସ୍ଥିତି ନେଇ ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକଙ୍କ ସହ ଆଲୋଚନା କରିଥିଲେ । ଏହାପରେ କେନ୍ଦ୍ରୀୟ ଟିମ୍ ଭୁବନେଶ୍ୱର ଘରୋଇ ଡାକ୍ତରଖାନା ଯାଇ ସ୍ଥିତି ଅନୁଧ୍ୟାନ କରିଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା