ଆଜି କରୋନା ସ୍ଥିତି ଅନୁଧ୍ୟାନ କରିବେ କେନ୍ଦ୍ରୀୟ ଟିମ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରାଜ୍ୟରେ କରୋନା ସ୍ଥିତିର ଅନୁଧ୍ୟାନ କରିବେ କେନ୍ଦ୍ରୀୟ ଟିମ୍। ଆଜି ପୁରୀ ଓ ଜଗତସିଂହପୁର ଗସ୍ତ କରି ସ୍ଥିତି ସମୀକ୍ଷା କରିବେ । ସୋମବାର ଏହି ଟିମ୍ ଓଡ଼ିଶା ପହଞ୍ଚିଥିଲା । ଟିମ୍ କୋଲକାତା ଜନସ୍ୱାସ୍ଥ୍ୟ ବିଭାଗର ଡା.ଶିବାନୀ ଦତ୍ତ ଓ ଭୁବନେଶ୍ୱର ଏମ୍ସର ଡା. ପ୍ରଶାନ୍ତ ମହାପାତ୍ର ରହିଛନ୍ତି ।

ତେବେ ସୋମବାର କରୋନା ସ୍ଥିତି ନେଇ ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକଙ୍କ ସହ ଆଲୋଚନା କରିଥିଲେ । ଏହାପରେ କେନ୍ଦ୍ରୀୟ ଟିମ୍ ଭୁବନେଶ୍ୱର ଘରୋଇ ଡାକ୍ତରଖାନା ଯାଇ ସ୍ଥିତି ଅନୁଧ୍ୟାନ କରିଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’