Masthead

ଆଜି ଚେନ୍ନାଇ ସୁପରକିଙ୍ଗସ- ପଞ୍ଜାବ କିଙ୍ଗସ ମୁହାଁମୁହିଁ

ମୁମ୍ବାଇ (ବଡ଼ ଖବର ବ୍ୟୁରୋ): ଆଜି ଚେନ୍ନାଇ ସୁପରକିଙ୍ଗସ- ପଞ୍ଜାବ କିଙ୍ଗସ ମଧ୍ୟରେ ମୁକାବିଲା । ଏଥିରେ ଉଭୟ ଦଳ ୨ୟ ମ୍ୟାଚରେ ଅବତ୍ତୀର୍ଣ୍ଣ ହେବେ । ଭାରତୀୟ ଦଳର ପୂର୍ବତନ ଅଧିନାୟକ ୱିକେଟ୍ ରକ୍ଷକ ମହେନ୍ଦ୍ର ସିଂ ଧୋନୀ ଚେନ୍ନାଇ ସୁପର କିଙ୍ଗସ ଏବଂ ବର୍ତ୍ତମାନର ଦିନିକିଆ ୱିକେଟ ରକ୍ଷକ ଲୋକେଶ ରାହୁଲ ପଞ୍ଜାବ କିଙ୍ଗସର ନେତୃତ୍ୱ ନେଉଛନ୍ତି ।

ପ୍ରଥମ ମ୍ୟାଚରେ ପରାଜିତ ହୋଇଥିବା ଚେନ୍ନାଇ ସୁପର କିଙ୍ଗସ୍ ପ୍ରତ୍ୟାବର୍ତ୍ତନ କରିବା ଲକ୍ଷ ରଖିଥିବା ବେଳେ ପଞ୍ଜାବ ବିଜୟ ଧାରାକୁ ଆଗକୁ ବଢାଇବା ଲାଗି ଉଦ୍ୟମ କରିବ । ଚେନ୍ନାଇ ସୁପର କିଙ୍ଗସ ପ୍ରଥମ ମ୍ୟାାଚରେ ଦିଲ୍ଲୀ କ୍ୟାପିଟାଲ୍ସ ନିକଟରୁ ୭ ୱିକେଟରେ ପରାଜିତ ହୋଇଥିଲା । ଦଳକୁ ପ୍ରତ୍ୟାବର୍ତ୍ତନ କରିଥିବା ସୁରେଶ ରୈନା ଅର୍ଦ୍ଦଶତକ ହାସଲ କରିଥିବା ବେଳ ମୋଇନ ଅଲ୍ଲୀ, ରବିନ୍ଦ୍ର ଜାଡ଼େଜା ଓ ଅମ୍ବାତି ରାଇଡ଼ୁ ଉପଯୋଗୀ ରନ୍ କରିଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା