ଆଜି ଚେନ୍ନାଇ ସୁପରକିଙ୍ଗସ- ପଞ୍ଜାବ କିଙ୍ଗସ ମୁହାଁମୁହିଁ

ମୁମ୍ବାଇ (ବଡ଼ ଖବର ବ୍ୟୁରୋ): ଆଜି ଚେନ୍ନାଇ ସୁପରକିଙ୍ଗସ- ପଞ୍ଜାବ କିଙ୍ଗସ ମଧ୍ୟରେ ମୁକାବିଲା । ଏଥିରେ ଉଭୟ ଦଳ ୨ୟ ମ୍ୟାଚରେ ଅବତ୍ତୀର୍ଣ୍ଣ ହେବେ । ଭାରତୀୟ ଦଳର ପୂର୍ବତନ ଅଧିନାୟକ ୱିକେଟ୍ ରକ୍ଷକ ମହେନ୍ଦ୍ର ସିଂ ଧୋନୀ ଚେନ୍ନାଇ ସୁପର କିଙ୍ଗସ ଏବଂ ବର୍ତ୍ତମାନର ଦିନିକିଆ ୱିକେଟ ରକ୍ଷକ ଲୋକେଶ ରାହୁଲ ପଞ୍ଜାବ କିଙ୍ଗସର ନେତୃତ୍ୱ ନେଉଛନ୍ତି ।

ପ୍ରଥମ ମ୍ୟାଚରେ ପରାଜିତ ହୋଇଥିବା ଚେନ୍ନାଇ ସୁପର କିଙ୍ଗସ୍ ପ୍ରତ୍ୟାବର୍ତ୍ତନ କରିବା ଲକ୍ଷ ରଖିଥିବା ବେଳେ ପଞ୍ଜାବ ବିଜୟ ଧାରାକୁ ଆଗକୁ ବଢାଇବା ଲାଗି ଉଦ୍ୟମ କରିବ । ଚେନ୍ନାଇ ସୁପର କିଙ୍ଗସ ପ୍ରଥମ ମ୍ୟାାଚରେ ଦିଲ୍ଲୀ କ୍ୟାପିଟାଲ୍ସ ନିକଟରୁ ୭ ୱିକେଟରେ ପରାଜିତ ହୋଇଥିଲା । ଦଳକୁ ପ୍ରତ୍ୟାବର୍ତ୍ତନ କରିଥିବା ସୁରେଶ ରୈନା ଅର୍ଦ୍ଦଶତକ ହାସଲ କରିଥିବା ବେଳ ମୋଇନ ଅଲ୍ଲୀ, ରବିନ୍ଦ୍ର ଜାଡ଼େଜା ଓ ଅମ୍ବାତି ରାଇଡ଼ୁ ଉପଯୋଗୀ ରନ୍ କରିଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’