Masthead

ଆଜି ରାଜ୍ୟ କ୍ୟାବିନେଟ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜି ରାଜ୍ୟରେ ବସୁଛି କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ । ଏହି ବୈଠକ ସନ୍ଧ୍ୟା ସାଢ଼େ ୫ଟାରେ ବସିବାର କାର୍ଯ୍ୟକ୍ରମ ରହିଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅଧ୍ୟକ୍ଷତାରେ ଏହି ବୈଠକ ଅନୁଷ୍ଠିତ ହେବ । ଭର୍ଚୁଆଲରେ ଅନୁଷ୍ଠିତ ଏହି ବୈଠକରେ ୫ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ମୋହର ବାଜି ବୋଲି ଜଣାପଡ଼ିଛି ।

ସାଧାରଣ ପ୍ରଶାସନ ବିଭାଗର କ୍ୟାଡର ରୁଲ ସଂଶୋଧନ, ପୂର୍ତ ବିଭାଗର ୨ଟି ପ୍ରସ୍ତାବ, ପାନୀୟ ଜଳର କିଛି ଟେଣ୍ଡରକୁ ଅନୁମୋଦନ ଓ ନଗର ଉନ୍ନୟନ ବିଭାଗର ପ୍ରସ୍ତାବ ଉପରେ କ୍ୟାବିନେଟ୍ ମୋହର ଲାଗିବାର ସମ୍ଭାବନା ରହିଛି । ମନ୍ତ୍ରୀମାନେ ଲୋକସଭା ଭବନରୁ ଏବଂ ନିର୍ବାଚନମଣ୍ଡଳୀରେ ଥିବା ମନ୍ତ୍ରୀମାନେ ଜିଲ୍ଲା ମୁଖ୍ୟାଳୟ କନଫରେନ୍ସ ହଲରୁ ଯୋଗ ଦେବେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ