Masthead

ଆଜି ରାଜ୍ୟ କ୍ୟାବିନେଟ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ସୋମବାର ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ । ଦିନ୧୧ଟା ୩୦ରେ ବୈଠକ ବସିବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଭର୍ଚୁଆଲ୍ ମୋଡ୍‌ରେ ଅନୁଷ୍ଠିତ ହେବ । ଏହି ବୈଠକରେ ୧୦ରୁ ଅଧିକ ଗୁରୁତ୍ବପୂର୍ଣ୍ଣ ପ୍ରସ୍ତାବକୁ ଅନୁମୋଦନ ମିଳିବ। ପଞ୍ଚାୟତିରାଜ, ଅର୍ଥ, ରାଜସ୍ବ, ପୂର୍ତ୍ତ ଓ ସାଧାରଣ ପ୍ରଶାସନ ବିଭାଗର ପ୍ରସ୍ତାବ ଆସିବ ବୋଲି ସୂଚନା ମିଳିଛି।

ଭୁବନେଶ୍ବରରେ ଥିବା ମନ୍ତ୍ରୀମାନେ ଲୋକସେବା ଭବନରେ ଓ ବାହାରେ ଥିବା ମନ୍ତ୍ରୀମାନେ ଜିଲ୍ଲା ମୁଖ୍ୟାଳୟରୁ ଭିଡିଓ କନ୍‌ଫରେନ୍ସିଂ ଜରିଆରେ ବୈଠକରେ ସାମିଲ ହେବେ। ତେବେ ଠିକା କର୍ମଚାରୀଙ୍କୁ ମିଳିପାରେ ଖୁସି ଖବର। ସରକାର ଠିକା କର୍ମଚାରୀଙ୍କ କିଛି ଦାବି ମାନିଥିବା ସୂଚନା ମିଳିଛି । ବେତନ ବୃଦ୍ଧି ନେଇ ନିଷ୍ପତ୍ତି ହୋଇପାରେ । ବଡ଼ ଖବରେ ଠିକା କର୍ମଚାରୀ ସେମାନଙ୍କର ଦୁଃଖ ଅନେକ ଥର କହିଆସିଛନ୍ତି। କମ ବେତନରେ ରାଜ୍ୟରେ ଅନେକ ଠିକା କର୍ମଚାରୀ କାମ କରୁଛନ୍ତି। ତେବେ ଠିକା କର୍ମଚାରୀଙ୍କ ପାଇଁ ପୂଜା ଭେଟି ଦେଇପାରନ୍ତି ରାଜ୍ୟ ସରକାର।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି