Masthead

ଆଜି ରାଜ୍ୟ କ୍ୟାବିନେଟ ବୈଠକ, ୧୨ ରୁ ଅଧିକ ପ୍ରସ୍ତାବ ଉପରେ ବାଜିବ ମୋହର

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):  ଆଜି ବସିବ ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ । ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ସନ୍ଧ୍ୟା ୫ଟା ୩୦ରେ ବସିବ ବୈଠକ । ହେବ ।ଏଥିରେ ପ୍ରାୟ ୧୨ଟି ପ୍ରସ୍ତାବ ଉପରେ କ୍ୟାବିନେଟ ମୋହର ବାଜିବ ପୋଲି ସୂଚନା ମିଳିଛି । କୃଷି, ସ୍ବାସ୍ଥ୍ୟ, ଗଣଶିକ୍ଷା, ଜଳସମ୍ପଦ, ସୂଚନା ଓ ପ୍ରଯୁକ୍ତି ବିଦ୍ୟା, ଦକ୍ଷତା ବିକାଶ ଭଳି ବିଭିନ୍ନ ବିଭାଗର ୧୨ରୁ ଅଧିକ ପ୍ରସ୍ତାବ ଆସିପାରେ । ରାଜ୍ୟ ସରକାରଙ୍କ ଫୋକସରେ ରହିଛନ୍ତି ଚାଷୀକୂଳ । କୃଷକଙ୍କୁ କିଭଳି ଅଧିକ ସଶକ୍ତ କରାଯିବ ସେନେଇ ବିଭାଗ ପକ୍ଷରୁ ହେବାକୁ ଥିବା ମିଶନକୁ ପୂରଣ କରିବାକୁ ୨ଟି ଗୁରୁତ୍ବପୂର୍ଣ୍ଣ ପ୍ରସ୍ତାବ ଆସିପାରେ । ଏହାସହ ରାଜ୍ୟରେ ଜଳସେଚନ ବ୍ୟବସ୍ଥାକୁ ତ୍ବରାନ୍ବିତ କରିବା ଲାଗି ଜଳସମ୍ପଦ ବିଭାଗ ପକ୍ଷରୁ କେତେକ ଗୁରୁତ୍ବପୂର୍ଣ୍ଣ ପ୍ରସ୍ତାବ ଅଣାଯିବ । ସେହିପରି, ଆଇଟି, ଗଣଶିକ୍ଷା ଓ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ସ୍ବତନ୍ତ୍ର ପ୍ରସ୍ତାବ ଆସିବା ନେଇ ସୂଚନା ମିଳିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି