Masthead

ଆଜି ଗଣତି ହେବନି, ଖାଲି ଖୋଲାଯିବ ରତ୍ନଭଣ୍ଡାର: ଅରବିନ୍ଦ ପାଢୀ

ପୁରୀ (ବଡ଼ ଖବର ବ୍ୟୁରୋ): ଆଜି ଗଣତି ହେବନି, ଖାଲି ଖୋଲାଯିବ ରତ୍ନଭଣ୍ଡାର । ସୂଚନା ଦେଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀ । ଆଜି ଗଣତି ହେବନି, ଖାଲି ଯାଞ୍ଚ ହେବ । ଭିତର ରତ୍ନଭଣ୍ଡାରର ମରାମତି ପରେ ଗଣତି କାମ । ତେଣୁ ଆଜି ଗଣତି ହେବନି, ଭିତର ଓ ବାହାରର ଚାବି ଖୋଲାଯିବ । ଭିତର ଓ ବାହାରର ଚାବି ଖୋଲାଯାଇ ସିଫ୍ଟିଂ ହେବ । ରତ୍ନଭଣ୍ଡାରରୁ ସୁନା ଅଳଙ୍କାର ଷ୍ଟ୍ରଙ୍ଗରୁମକୁ ଟ୍ରାନ୍ସଫର ହେବା ପରେ, ଭିତର ରତ୍ନଭଣ୍ଡାରର ମରାମତି ହେବ । ଭିତର ରତ୍ନଭଣ୍ଡାରର ମରାମତି ହେବା ପରେ ଯାଇ ରତ୍ନ ଅଳଙ୍କାରର ଗଣତି ମଣତି ହେବ । ତେବେ ଏ ସବୁ କାମ କେତେ ଦିନରେ ସରିବ, ସେନେଇ ସ୍ପଷ୍ଟ ଭାବେ କହିହେବନି ବୋଲି ସେ କହିଛନ୍ତି । ଅନ୍ୟପଟେ ରତ୍ନଭଣ୍ଡାର ମରାମତି, ଗଣତି ମଣତି ସମୟରେ ଦର୍ଶନରେ କୌଣସି ବି ଅସୁବିଧା ହେବନି ବୋଲି ସେ ସୂଚନା ଦେଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା