ଆଜି ଗଣତି ହେବନି, ଖାଲି ଖୋଲାଯିବ ରତ୍ନଭଣ୍ଡାର: ଅରବିନ୍ଦ ପାଢୀ

ପୁରୀ (ବଡ଼ ଖବର ବ୍ୟୁରୋ): ଆଜି ଗଣତି ହେବନି, ଖାଲି ଖୋଲାଯିବ ରତ୍ନଭଣ୍ଡାର । ସୂଚନା ଦେଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀ । ଆଜି ଗଣତି ହେବନି, ଖାଲି ଯାଞ୍ଚ ହେବ । ଭିତର ରତ୍ନଭଣ୍ଡାରର ମରାମତି ପରେ ଗଣତି କାମ । ତେଣୁ ଆଜି ଗଣତି ହେବନି, ଭିତର ଓ ବାହାରର ଚାବି ଖୋଲାଯିବ । ଭିତର ଓ ବାହାରର ଚାବି ଖୋଲାଯାଇ ସିଫ୍ଟିଂ ହେବ । ରତ୍ନଭଣ୍ଡାରରୁ ସୁନା ଅଳଙ୍କାର ଷ୍ଟ୍ରଙ୍ଗରୁମକୁ ଟ୍ରାନ୍ସଫର ହେବା ପରେ, ଭିତର ରତ୍ନଭଣ୍ଡାରର ମରାମତି ହେବ । ଭିତର ରତ୍ନଭଣ୍ଡାରର ମରାମତି ହେବା ପରେ ଯାଇ ରତ୍ନ ଅଳଙ୍କାରର ଗଣତି ମଣତି ହେବ । ତେବେ ଏ ସବୁ କାମ କେତେ ଦିନରେ ସରିବ, ସେନେଇ ସ୍ପଷ୍ଟ ଭାବେ କହିହେବନି ବୋଲି ସେ କହିଛନ୍ତି । ଅନ୍ୟପଟେ ରତ୍ନଭଣ୍ଡାର ମରାମତି, ଗଣତି ମଣତି ସମୟରେ ଦର୍ଶନରେ କୌଣସି ବି ଅସୁବିଧା ହେବନି ବୋଲି ସେ ସୂଚନା ଦେଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର! 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର!