Before Header

ଆଜିର ରାଶିଫଳ

0 133

ମେଷ – କଳ-ବଳ କୌଶଳ ପ୍ରୟୋଗ କରି କାର୍ଯ୍ୟ ହାତକୁ ଆଣି ପାରନ୍ତି । ଦୟାଳୁ ସ୍ୱଭାବର ହେବେ । ଆକସ୍ମିକ ଯାତ୍ରା କରିବାର ସୁବିଧା ମିଳିବ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୬ ।

• ଚାଷୀ- ଉତ୍ତମ ଫଳ ପାଇବେ ।
• ରୋଗୀ- ଆର୍ୟୁରବେଦୀ ଚିକିସôା ଲାଭ ଦେବ ।
• ଛାତ୍ରଛାତ୍ରୀ- ଗ୍ରୀନ୍ ରଙ୍ଗର ଆସନରେ ବସି ପଢନ୍ତୁ ।
• କର୍ମଜୀବି- କର୍ମ କ୍ଷେତ୍ରରେ ଉନ୍ନତି ମିଳିବ ।
• ବ୍ୟବସାୟୀ- ଅର୍ଥ ଲାଭ ହେବ ।
• ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ ।

ବୃଷ – ଧନ ସ୍ଥାନ ପାପଯୁକ୍ତ ଯୋଗୁ ଅର୍ଥ ସମ୍ପର୍କୀୟ ସାମନ୍ୟ ସମସ୍ୟା ଆସିବାର ଆଶଙ୍କା ଦେଖା ଦେବ । ବନ୍ଧୁ ପରାମର୍ଶରେ କୌଣସି ନୂତନ ଯୋଜନା କରିବେ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୩ ।

• ଚାଷୀ- କୌଣସି ସମସ୍ୟା ଥିଲେ, କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
• ରୋଗୀ- ସତର୍କତାର ଦିନ ।
• ଛାତ୍ରଛାତ୍ରୀ- ଚିନ୍ତାଧାରା ଉନ୍ନତ ହେବ ।
• କର୍ମଜୀବି- କରତ୍କର୍ମା ହେବେ ।
• ବ୍ୟବସାୟୀ- ଅର୍ଥ ଲାଭ ହେବ ।
• ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ ।

ମିଥୁନ – ଆପଣଙ୍କ ରାଶିରେ ବୁଧ ପାପଗ୍ରହ ରାହୁ ଯୁକ୍ତ ହୋଇଥିବାରୁ ବିଚାରଧାରାର ବିଭିନ୍ନତା ମାନସିକ ଅସ୍ଥିରତାର କାରଣ ହେବ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୪ ।

• ଚାଷୀ- ଚାଷରେ ଉନ୍ନତି ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
• ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।
• ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
• କର୍ମଜୀବି- ପ୍ରଶଂସିତ ହେବେ ।
• ବ୍ୟବସାୟୀ- ସଫଳତା ମିଳିବ ।
• ଗୃହିଣୀ- ଆଜି ଦିନଟି ଆପଣଙ୍କ ପାଇଁ ।

କର୍କଟ – ଆଜି ଏକାଦଶସ୍ଥ ଶୁକ୍ରଙ୍କ ଯୋଗୁ ଅନ୍ୟମାନଙ୍କ ସାହାର୍ଯ୍ୟ ଲାଭ କରି କାର୍ଯ୍ୟ ହାସଲ କରିପାରିବେ । ଦୀର୍ଘ ଦିନରୁ ଅଟକି ଥିବା କାର୍ଯ୍ୟ ଆରମ୍ଭ ହେବ । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୧ ।

• ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।
• ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।
• ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
• କର୍ମଜୀବି- ସମ୍ମାନିତ ହେବେ ।
• ବ୍ୟବସାୟୀ- ଅର୍ଥ ହାନୀ ହେବ ।
• ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।

ସିଂହ – ରାହୁ ଯୁକ୍ତ ବୁଧ ହେତୁ ଟଙ୍କା ପଇସା ଯୋଗାଡ କରିବା ସକାଶେ ବିଭିନ୍ନ ପ୍ରକାରର ଫନ୍ଦି ଫିକର କରିବାକୁ ପଡିପାରେ । ବହୁତ ଦିନରୁ ଖୋଜୁଥିବା ଜିନିଷ ସନ୍ଧ୍ୟା ଡେରିରେ ମିଳିବ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୯ ।

• ଚାଷୀ- ପୋଖରୀ/ଗାଢିଆ କରି ଜଳ ସଞ୍ଚୟ କରନ୍ତୁ ।
• ରୋଗୀ- ସୁସ୍ଥ ଅନୁଭବ କରିବେ ।
• ଛାତ୍ରଛାତ୍ରୀ- ବିଦ୍ୟାରେ ମନ ଦେବେ ।
• କର୍ମଜୀବି- କାର୍ଯ୍ୟରେ ସଫଳ ହେବେ ।
• ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
• ଗୃହିଣୀ- ସୁଖ ଅନୁଭବ କରିବେ ।

କନ୍ୟା – ନିଜ ଭାବରୁ ଧନାଧିପ ଅଷ୍ଟମସ୍ଥ ହେତୁ ଅର୍ଥାଭାବ କାରଣରୁ ମାନସିକ ସ୍ଥିତି ସେତେଟା ଭଲ ରହି ନ ପାରେ । ଆଲୋଚନା କ୍ଷେତ୍ରରେ ବନ୍ଧୁଙ୍କ ଯୁକ୍ତିକୁ ଗ୍ରହଣ କରିବାକୁ ବାଧ୍ୟ ହେବେ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୬ ।

• ଚାଷୀ- ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍ ।
• ରୋଗୀ- ସାମାନ୍ୟ ସୁସ୍ଥ ଅନୁଭବ କରିବେ ।
• ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
• କର୍ମଜୀବି- କାର୍ଯ୍ୟ ତତ୍ପର ରହିବେ ।
• ବ୍ୟବସାୟୀ- ବନ୍ଧୁଙ୍କ ସହାୟତାକୁ ହାତଛଡା କରନ୍ତୁ ନାହିଁ ।
• ଗୃହିଣୀ- ନୂଆବସ୍ତ୍ର ଲାଭ ହେବ ।

ତୁଳା – ଦୁଃସ୍ଥାନସ୍ଥ ଶୁକ୍ର ପ୍ରଭାବରେ ମନରେ ସୁଖ, ସୌହାର୍ଦ୍ଦ୍ୟ ନ ଥିଲେ ମଧ୍ୟ କେତେକ କାମ ବାଧ୍ୟତା ମୁଳକ ଭାବରେ କରିବାକୁ ପଡିପାରେ । ଶୁଭ ରଙ୍ଗ ମେରୁନ୍ । ଶୁଭ ଅଙ୍କ ୨ ।

• ଚାଷୀ- ଆଧୁନିକ ପଦ୍ଧିର ଯନ୍ତ୍ରପାତି ବିଷୟରେ ଜ୍ଞାନ ନିଅନ୍ତୁ ।
• ରୋଗୀ- ସତର୍କତାର ଦିନ ।
• ଛାତ୍ରଛାତ୍ରୀ- ପାଠପଢାରେ ମନ ଦେବେ ।
• କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
• ବ୍ୟବସାୟୀ- ସଫଳତା ହାତଛଡା ହୋଇଯିବ ।
• ଗୃହିଣୀ- ଧାର୍ମିକ ହେବେ ।

ବିଛା – ମଙ୍ଗଳଗ୍ରହ ଧାତ୍ମିକ ରାଶିରେ ଥିବାରୁ ଆଜି କୌଣସି ସ୍ଥାନରେ ସ୍ଥିର ଭାବରେ ରହିପାରିବେ ନାହିଁ । ପାରିବାରିକ ପ୍ରତିରୋଧ ଅଧିକାଂଶ ସମୟ କାମକୁ ବିଶୃଙ୍ଖଳିତ କରିପାରେ । ଶୁଭ ରଙ୍ଗ ପିଚ୍ । ଶୁଭ ଅଙ୍କ ୭ ।

• ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
• ଛାତ୍ରଛାତ୍ରୀ- ପାଠପଢା ପ୍ରତି ସଜାଗ ରହିବେ ।
• କର୍ମଜୀବି- ଅର୍ଥ ହାନୀ ହେବ ।
• ବ୍ୟବସାୟୀ- ସୁଯୋଗକୁ ହାତ ଛଡା କରନ୍ତୁ ନାହିଁ ।
• ଗୃହିଣୀ- ଧର୍ଯ୍ୟବାନ୍ ହେବେ ।
• ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।

ଧନୁ – ଆଜି ସ୍ୱାସ୍ଥ୍ୟ ସମସ୍ୟା ବହୁଳାଂଶରେ ସୁଧୁରି ଯିବାର ସମ୍ଭାବନା ରହିଛି । ଅଭାବ ଲାଗି ରହିଥିଲେ ମଧ୍ୟ ଅଳଙ୍କାର, ଔଷଧପତ୍ର ଓ ସୌଖୀନ ଦ୍ରବ୍ୟ କ୍ରୟ କରିପାରନ୍ତି । ଶୁଭ ରଙ୍ଗ ବ୍ରାଉନ୍ । ଶୁଭ ଅଙ୍କ ୫ ।

• ଚାଷୀ- ଗୋବର କ୍ଷତର ବ୍ୟବହାର କରିବା ଉଚିତ୍ ।(ପରୀକ୍ଷିତ)
• ରୋଗୀ- ୟୋଗା କରନ୍ତୁ ।
• ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ଆବଶ୍ୟକ ।
• କର୍ମଜୀବି- ଜଳଯାତ୍ରା ମନା ।
• ବ୍ୟବସାୟୀ- ଚୌର ଭୟ ଅଛି ।
• ଗୃହିଣୀ- ମାନସିକ ଶାନ୍ତି ପାଇବେ ।

ମକର – ଆଜିର କାମଗୁଡିକ ସୁବିଧାରେ ସମ୍ପନ୍ନ ହୋଇଯିବାରେ କୌଣସି ଅସୁବିଧା ରହିବ ନାହିଁ । କିନ୍ତୁ ପାଖ ପଡୋଶୀମାନଙ୍କ ସହ ବ୍ୟବହାରରେ ସଂଯମତା ରକ୍ଷା ନ କଲେ ବିବାଦଗ୍ରସ୍ତ ହୋଇପଡିବେ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୭ ।

• ଚାଷୀ- ଶ୍ରମ ସାର୍ଥକ ହେବ ।
• ରୋଗୀ- ଆର୍ୟୁରବେଦୀ ଚିକିସôା ଲାଭ ଦେବ ।
• ଛାତ୍ରଛାତ୍ରୀ- ମିତ୍ରଙ୍କ ସହଯୋଗ ମିଳିବ ।
• କର୍ମଜୀବି- ସମ୍ମାନ ପାଇବେ ।
• ବ୍ୟବସାୟୀ- ଚୌର ଭୟ ଅଛି ।
• ଗୃହିଣୀ- ଭାଗ୍ୟଶାଳୀ ହେବେ ।

କୁମ୍ଭ – ସମସ୍ୟା ପ୍ରତିହତ କରି କର୍ମକ୍ଷେତ୍ରରେ ନିଜର ସ୍ଥିତିକୁ ସୁଦୃଢ କରିବାରେ ସମର୍ଥ ହେବେ । ଯେତେ ପ୍ରକାରର ସମସ୍ୟା ଆସିଲେ ମଧ୍ୟ ଆପଣଙ୍କର କୌଣସି ଅସୁବିଧା ହେବ ନାହିଁ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୩ ।

• ଚାଷୀ- ଜଳବାୟୁ ବିଭାଗ ସହ ଯୋଗା ଯୋଗ ରଖନ୍ତୁ ।
• ରୋଗୀ- ଥଣ୍ଡାଜନିତ ରୋଗ ହୋଇପାରେ ।
• ଛାତ୍ରଛାତ୍ରୀ- ମିତ୍ରଙ୍କ ସହଯୋଗ ମିଳିବ ।
• କର୍ମଜୀବି- କର୍ମଚଞ୍ଚଳ ରହିବେ ।
• ବ୍ୟବସାୟୀ- ଲୋକପ୍ରିୟତା ମିଳିବ ।
• ଗୃହିଣୀ- ଧାର୍ମିକ ହେବେ ।

ମୀନ – ପରିବାରରେ ସନ୍ତାନମାନଙ୍କ ବିଶୃଙ୍ଖଳିତ ଆଚରଣ, କିଛିଟା ଅଭାବ ଓ ଅସୁବିଧା ମନକୁ ଭାରାକ୍ରାନ୍ତ କରିପାରେ । ସତର୍କରେ ନ ଚଳିଲେ ବିବାଦ ଭିତରକୁ ଟାଣି ହୋଇଯିବାର ସୂଚନା ରହିଛି । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୬ ।

• ଚାଷୀ- ଜଳବାୟୁ ପ୍ରତି ସତର୍କ ରୁହନ୍ତୁ ।
• ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
• ଛାତ୍ରଛାତ୍ରୀ- ମୂଳଦୁଆ ପକାଇବେ ।
• କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
• ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
• ଗୃହିଣୀ- ସୁଖ ଅନୁଭବ କରିବେ ।

Leave A Reply

Your email address will not be published.