ମେଷ – ଆଜି ବୃହସ୍ପତିଙ୍କ ଦୃଷ୍ଟିରେ ଚନ୍ଦ୍ରଙ୍କ ସୁପ୍ରଭାବରୁ କର୍ମକ୍ଷେତ୍ରରେ ଅଗ୍ରଗତି ବେଶ୍ ଦତ୍ଥଚ୍ଛ ହେବ । ଭ୍ରାତୃବର୍ଗ ଦ୍ୱାରା ସମସ୍ୟା ସୃଷ୍ଟି ହୋଇ ପାରିବାରିକ ଅଶାନ୍ତିର ସମ୍ଭାବନା ଦେଖା ଦେଇପାରେ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୨ ।
• ଚାଷୀ- ଜମିର ଉର୍ବରତା ପାଇଁ ଜୈବିକ ସାରର ବ୍ୟବହାର କରନ୍ତୁ ।
• ରୋଗୀ- ଅସାଧ୍ୟ ରୋଗ ରୁ ମୁକ୍ତ ହେବେ ।
• ଛାତ୍ରଛାତ୍ରୀ- ବିଜ୍ଞ ହେବେ ।
• କର୍ମଜୀବି- ସମ୍ମାନିତ ହେବେ ।
• ବ୍ୟବସାୟୀ- ଅର୍ଥ ହାନୀ ହେବ ।
• ଗୃହିଣୀ- ସୁଖଭାରା ଦିନଟି ।
ବୃଷ – ମଘା ନକ୍ଷତ୍ରସ୍ଥ ଚନ୍ଦ୍ରଙ୍କ ଯୋଗୁ ସନେ୍ଦହୀ ମନ ପ୍ରତ୍ୟେକ ଘଟଣାକୁ ସନେ୍ଦହ ସୃଷ୍ଟିରେ ଦେଖି ଅଶାନ୍ତି ରହିବ । ଅର୍ଥ ସଂଗ୍ରହର ପ୍ରଚେଷ୍ଟା ଫଳ ବତି ହେବ ଓ ସଫଲତା ମଧ୍ୟ ମିଳିପାରେ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୯ ।
• ଚାଷୀ- ଜଳବାୟୁ ପ୍ରତି ସତର୍କ ରୁହନ୍ତୁ ।
• ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।
• ଛାତ୍ରଛାତ୍ରୀ- ବ୍ୟାୟାମ୍ କରନ୍ତୁ ।
• କର୍ମଜୀବି- କାର୍ଯ୍ୟ କରି ପ୍ରଶଂସିତ ହେବେ ।
• ବ୍ୟବସାୟୀ- ସୁଯୋଗକୁ ହାତ ଛଡା କରନ୍ତୁ ନାହିଁ ।
• ଗୃହିଣୀ- ଧାର୍ମିକ ହେବେ ।
ମିଥୁନ – ଶନିଦୃଷ୍ଟି ବୁଧଙ୍କ ଯୋଗୁ ସ୍ୱାସ୍ଥ୍ୟରେ ଅବନ୍ନତି ପରିଲକ୍ଷିତ ହେବାରୁ ମନ ଅଶାନ୍ତ ହୋଇପାରେ । ଅତୀତର ଅପୂର୍ଣ୍ଣ କାମକୁ ଆଜି ଅନୟମାନଙ୍କ ସାହାର୍ଯ୍ୟ ନେଇ ସମ୍ପୂର୍ଣ୍ଣ କରିବେ । ଶୁଭ ରଙ୍ଗ ପିଚ୍ । ଶୁଭ ଅଙ୍କ ୩ ।
• ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।
• ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।
• ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
• କର୍ମଜୀବି- ସୁରୁଖୁରୁରେ କାର୍ଯ୍ୟ କରିବେ ।
• ବ୍ୟବସାୟୀ- ସଦ୍ବ୍ୟବହାର କରନ୍ତୁ ।
• ଗୃହିଣୀ- ଧାର୍ମିକ ହେବେ ।
କର୍କଟ – ପାପଗ୍ରହ ମଧ୍ୟସ୍ଥ ଚନ୍ଦ୍ର କାରଣରୁ ଦୈହିକ ଦୁର୍ବଳତା ଯୋଗୁ ମନୋବଳ କମି ଯାଇପାରେ । ଆର୍ଥିକ ଅନଟନ ଲାଗି ରହିଲେ ମଧ୍ୟ ପରିସ୍ଥିତିକୁ ସମ୍ଭାଳି ନେବେ । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୫ ।
• ଚାଷୀ- ଜଳବାୟୁ ପ୍ରତି ସତର୍କ ରୁହନ୍ତୁ ।
• ରୋଗୀ- ସାମାନ୍ୟ ସୁସ୍ଥ ଅନୁଭବ କରିବେ ।
• ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ଆବଶ୍ୟକ ।
• କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ ।
• ବ୍ୟବସାୟୀ- ସଦ୍ବ୍ୟବହାର କରନ୍ତୁ ।
• ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।
ସିଂହ – ରାଶିରେ ଜନ୍ମଚନ୍ଦ୍ର ପ୍ରଭାବରେ ମାନସିକ ଦ୍ୱନ୍ଦ୍ୱ ମଧ୍ୟରେ ପଡି ପ୍ରତ୍ୟେକ କଥାକୁ ଠିକ୍ ଭାବେ ବୁଝି ପାରିବେନି । ଖର୍ଚ୍ଚ ପରିମାଣ କ୍ରମଶଃ ବୃଦ୍ଧି ପାଇବାରୁ ଚିନ୍ତା ପ୍ରକଟ କରିପାରନ୍ତି । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୧ ।
• ଚାଷୀ- ଜଳବାୟୁ ବିଷୟରେ ସଠିକ୍ ବିବରଣୀ ନିଅନ୍ତୁ ।
• ରୋଗୀ- ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ ଦିଅନ୍ତୁ ।
• ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ ।
• କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
• ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
• ଗୃହିଣୀ- ସ୍ୱାଭିମାନୀ ହେବେ ।
କନ୍ୟା – ଧନସ୍ଥାନରେ ରବି ଓ ବୁଧଙ୍କ ଯୋଗୁ ଆର୍ଥିକ ଅନଟନ ମାନସିକ ଦୁଶ୍ଚିନ୍ତାର କରନ ହେବ । ଅପେକ୍ଷା କରିବାକୁ ପ୍ରତିଶ୍ରୁତି ଦେଇଥିବା ବନ୍ଧୁଟିଙ୍କୁ ନିର୍ଦ୍ଦିଷ୍ଟ ସ୍ଥାନରେ ନ ପାଇ ବ୍ୟସ୍ତ ହୋଇପଡିବ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୪ ।
• ଗୃହିଣୀ- ଧର୍ଯ୍ୟବାନ୍ ହେବେ ।
• ବ୍ୟବସାୟୀ- ଲୋକପ୍ରିୟତା ମିଳିବ ।
• କର୍ମଜୀବି- ଜଳଯାତ୍ରା ମନା ।
• ଛାତ୍ରଛାତ୍ରୀ- ମନରେ ଗର୍ବ ଭାବ ଆସିବ ।
• ରୋଗୀ- ଥଣ୍ଡାଜନିତ ରୋଗ ହୋଇପାରେ ।
• ଚାଷୀ- ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍ ।
ତୁଳା – ପୂର୍ବରୁ ପାଇଥିବା ପ୍ରତିଶ୍ରୁତି ଅନୁଯାୟୀ ଆଜି ଅର୍ଥ ଓ ସମ୍ମାନ ପାଇବେ । ଆନୁଷ୍ଠାନିକ କାମରେ ବନ୍ଧୁବର୍ଗଙ୍କ ସହାନୁଭୂତି ଯୋଗୁ କର୍ମମୁଖର ହେବେ । ଶୁଭ ରଙ୍ଗ ପିଚ୍ । ଶୁଭ ଅଙ୍କ ୬ ।
• ଚାଷୀ- ଜମିର ଉର୍ବରତା ପାଇଁ ଜୈବିକ ସାରର ବ୍ୟବହାର କରନ୍ତୁ ।
• ରୋଗୀ- ସୁସ୍ଥ ଅନୁଭବ କରିବେ ।
• ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
• କର୍ମଜୀବି- ସମ୍ମାନିତ ହେବେ ।
• ବ୍ୟବସାୟୀ- ଅର୍ଥ ହାନୀ ହେବ ।
• ଗୃହିଣୀ- ସୁଖୀ ହେବେ ।
ବିଛା – କାର୍ଯ୍ୟବ୍ୟସ୍ତତା କାରଣରୁ ଗଠନମୂଳକ କାର୍ଯ୍ୟରେ ଗତି ମନ୍ଥର ହେବ । ପିଲାମାନଙ୍କ ଅସାବଧାନତା ଦ୍ୱାରା ଦ୍ରବ୍ୟ ନଷ୍ଟ ଯୋଗୁ କ୍ଷୋଭ ପ୍ରକାଶ କରିପାରନ୍ତି । ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୮ ।
• ଚାଷୀ- ଜଳବାୟୁ ପ୍ରତି ସତର୍କ ରୁହନ୍ତୁ ।
• ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।
• ଛାତ୍ରଛାତ୍ରୀ- ବିଦ୍ୟା ଆରୋହଣ କରିବେ ।
• କର୍ମଜୀବି- ଅର୍ଥ ହାନୀ ହେବ ।
• ବ୍ୟବସାୟୀ- ସଫଳତା ହାତଛଡା ହୋଇଯିବ ।
• ଗୃହିଣୀ- ସୁଖଭାରା ଦିନଟି ।
ଧନୁ – ନିଜ ଲୋକମାନେ ବିଶ୍ୱାସଘାତକତା କରିପାରନ୍ତି, ଏଣୁ ଏଥିପ୍ରତି ସତର୍କତା ଅବଲମ୍ବନ କରିବା ଭଲ ହେବ । ନୀଚ ସଂସର୍ଗରୁ ଦୂରେଇ ନ ରହିଲେ ସମାଲୋଚିତ ହେବାକୁ ପଡିପାରେ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୨ ।
• ଚାଷୀ- କୀଟ ନାଶକର ସଠିକ୍ ସମୟରେ ବ୍ୟବହାର କରନ୍ତୁ ।
• ରୋଗୀ- ଚକ୍ଷୁ ପୀଡା ହେବ ।
• ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ ।
• କର୍ମଜୀବି- ପ୍ରଶଂସିତ ହେବେ ।
• ବ୍ୟବସାୟୀ- ଅର୍ଥ ଲାଭ ହେବ ।
• ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ ।
ମକର – ପାରିବାରିକ ଜୀବନ ସୁଖ ସନ୍ତୋଷରେ କଟିବ । କର୍ମକ୍ଷେତ୍ରରେ ପ୍ରତିକୂଳ ପରିସ୍ଥିତିର ଚାପ କ୍ରମଶଃ ବଢିପାରେ । ପ୍ରତିବେଶୀଙ୍କ ସୌହାର୍ଦ୍ଦ୍ୟରୁ ଉପକୃତ ହେବେ । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୭ ।
• ଚାଷୀ- ଜଳବାୟୁ ବିଷୟରେ ସଠିକ୍ ବିବରଣୀ ନିଅନ୍ତୁ ।
• ରୋଗୀ- ସତର୍କତାର ଦିନ ।
• କର୍ମଜୀବି- ଅର୍ଥ ହାନୀ ହେବ ।
• ଗୃହିଣୀ- ସୁଖ ଅନୁଭବ କରିବେ ।
• ବ୍ୟବସାୟୀ- ସଫଳତାକୁ ହାତଛଡା କରନ୍ତୁ ନାହିଁ ।
• ଛାତ୍ରଛାତ୍ରୀ- ପାଠପଢାରେ ମନ ଦେବେ ।
କୁମ୍ଭ – ଆଶା କରୁଥିବା କୌଣସି ଶୁଭଖବର ପାଖ, ପଡୋଶୀଙ୍କ ନିକଟରୁ ପାଇ ଖୁସି ହେବେ । ପିଲାମାନଙ୍କ ପଢା ସମସ୍ୟା ନେଇ ମନ ଭାରାକ୍ରାନ୍ତ ରହିପାରେ । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୨ ।
• ଚାଷୀ- ଜଳବାୟୁ ବିଭାଗ ସହ ଯୋଗା ଯୋଗ ରଖନ୍ତୁ ।
• ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
• ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ ।
• କର୍ମଜୀବି- ପ୍ରଶଂସିତ ହେବେ ।
• ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।
• ଗୃହିଣୀ- ପୂଜା ପାଠରେ ବ୍ୟସ୍ତ ରହିବେ ।
ମୀନ – କର୍ମକ୍ଷେତ୍ରରେ ଅହେତୁକ ଚିନ୍ତା ମନକୁ ଆନେ୍ଦାଳିତ କରିବ । ଅର୍ଥ ସଂଗ୍ରହର ପ୍ରଚେଷ୍ଟା କଦାପି ନିଷ୍ଫଳ ହେବ ନାହିଁ, ତଥାପି ଏଥିପାଇଁ ବହୁତ ଶ୍ରମ କରିବାକୁ ପଡିବ । ଶୁଭ ରଙ୍ଗ ପିଚ୍ । ଶୁଭ ଅଙ୍କ ୮ ।
• ରୋଗୀ- ଚିକିସôା ପାଇଁ ବିଦେଶ ଯାଇପାରନ୍ତି ।
• ଛାତ୍ରଛାତ୍ରୀ- ବ୍ୟାୟାମ୍ କରନ୍ତୁ ।
• କର୍ମଜୀବି- କାର୍ଯ୍ୟ ତତ୍ପର ରହିବେ ।
• ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
• ଗୃହିଣୀ- ପାରିବାରିକ କାର୍ଯ୍ୟରେ ବ୍ୟସ୍ତ ରହିବେ ।
• ଚାଷୀ- ଗୋବର କ୍ଷତର ବ୍ୟବହାର କରିବା ଉଚିତ୍ ।