Before Header

ଆଜିର ରାଶିଫଳ

0 121

ମେଷ – ଆଜିର ଏକାବଳୀ ଯୋଗର ପ୍ରଭାବରୁ ଅର୍ଥନୈତିକ ଅଭିବୃଦ୍ଧି ସଙ୍ଗକୁ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ । ଅଶ୍ୱିନୀ ନକ୍ଷତ୍ର ସ୍ୱାସ୍ଥ୍ୟ ସମସ୍ୟା ହେତୁ ମାନସିକ ସ୍ତରରେ ଅସୁଖୀ ରହିବେ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୪ ।
• ଚାଷୀ- ଚାଷରେ ଉନ୍ନତି ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
• ରୋଗୀ- ଚକ୍ଷୁ ପୀଡା ହେବ ।
• ଛାତ୍ରଛାତ୍ରୀ- ବିଜ୍ଞ ହେବେ ।
• କର୍ମଜୀବି- ଅର୍ଥ ମିଳିବ ।
• ବ୍ୟବସାୟୀ- ପ୍ରଚୁର ଲାଭ ହେବ ।
• ଗୃହିଣୀ- ଧାର୍ମିକ ହେବେ ।

ବୃଷ – ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବା ପୂର୍ବରୁ ପରିବାର ସହ ଆଲୋଚନା କରିବା ଭଲ ହେବ । କୌନସି ବ୍ୟକ୍ତି ଦ୍ୱାରା ପ୍ରଭାବିତ ହୋଇ ଅସମ୍ମାନିତ ହୋଇପାରନ୍ତି । କୃତ୍ତିକା ନକ୍ଷତ୍ର ବ୍ୟକ୍ତିଙ୍କୁ ସମ୍ପର୍କୀୟ ଜଣେ ବନ୍ଧୁ ସାହାର୍ଯ୍ୟର ପ୍ରତିଶ୍ରୁତି ଦେବେ । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୭ ।
• ଚାଷୀ- ଜଳ ସଞ୍ଚୟ କରନ୍ତୁ ।
• ରୋଗୀ- ଆଜି କିଛି ଦିନ ସତର୍କ ରୁହନ୍ତୁ ।
• ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
• କର୍ମଜୀବି- କାର୍ଯ୍ୟ ତତ୍ପର ରହିବେ ।
• ବ୍ୟବସାୟୀ- ଧର୍ଯ୍ୟ ହାରା ହୋଇପାରନ୍ତି ।
• ଗୃହିଣୀ- ମାନସିକ ଶାନ୍ତି ପାଇବେ ।

ମିଥୁନ – ଆଜି ବହୁତ ଖର୍ଚ୍ଚାନ୍ତ ହୋଇ କାମ ହାସଲ କରିବାକୁ ପଡିବ । କିନ୍ତୁ ଗୃହ ସମସ୍ୟାର ସମାଧାନ, ଆନୁଷ୍ଠାନିକ କାମ, ଯାନ୍ତ୍ରିକ ଶିଳ୍ପ ଓ ପରିବହନ କ୍ଷେତ୍ରରେ ଆଶା ଅଣୁରୂପ ପଳ ପାଇବେ । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୬ ।
• ରୋଗୀ- ୟୋଗା କରନ୍ତୁ ।
• ଛାତ୍ରଛାତ୍ରୀ- ବିଦ୍ୟାରେ ମନ ଦେବେ ।
• କର୍ମଜୀବି- ଅର୍ଥ ହାନୀ ହେବ ।
• ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
• ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।
• ଚାଷୀ- ଜମିରୁ ବର୍ଷା ପାଣି ବାହାରିବାର ବ୍ୟବସ୍ଥା କରନ୍ତୁ ।

କର୍କଟ – ମାନସିକ ସ୍ଥିରତା ଅବ୍ୟାହତ ରଖିଲେ ବହୁତ ଉପକାର ପାଇବେ । ପରିବାରର ବରାଦ ଅନୁଯାୟୀ ଗୃହକୁ ସୌଖୀନ ପଦାର୍ଥ ଆଣିପାରନ୍ତି । ବ୍ୟବସାୟ ଓ ପରିବହନ ପାଇଁ ବିଶେଷ ଅସୁବିଧା ହେବ ନାହିଁ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୨ ।
• ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।
• ରୋଗୀ- ଆର୍ୟୁରବେଦୀ ଚିକିସôା ଲାଭ ଦେବ ।
• ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ଆବଶ୍ୟକ ।
• କର୍ମଜୀବି- ପ୍ରମୋସନ୍ ମିଳିବ ।
• ବ୍ୟବସାୟୀ- ଅର୍ଥ ଲାଭ ହେବ ।
• ଗୃହିଣୀ- ନୂଆବସ୍ତ୍ର ଲାଭ ହେବ ।

ସିଂହ – ପୂର୍ବାଫାଲଗୁନୀ ନକ୍ଷତ୍ର ଘର କାମ ଛାଡି ବାହାର କାମରେ ବେଶି ସମୟ କଟାଇବାକୁ ପଡିପାରେ । ୠଣଭାରରେ ଅତିଷ୍ଠ ହୋଇପାରନ୍ତ ଏବଂ ଅନ୍ୟକୁ ସରଳ ବିଶ୍ୱାସ କରି ଠକି ଯାଇପାରନ୍ତି । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୯ ।
• ଚାଷୀ- ଜଳବାୟୁ ପ୍ରତି ସତର୍କ ରୁହନ୍ତୁ ।
• ରୋଗୀ- ସୁସ୍ଥ ଅନୁଭବ କରିବେ ।
• ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
• କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
• ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
• ଗୃହିଣୀ- ଧାର୍ମିକ ହେବେ ।

କନ୍ୟା – ଆଜିର ପ୍ରତୁ୍ୟଷ ଯାତ୍ରା ନିଶ୍ଚିତ ଫଳପ୍ରଦ ହେବ । ଧୈର୍ଯ୍ୟର ସହ ସମସ୍ୟାର ମୁକାବିଲା କରିପାରିଲେ ସଫଳତା ପାଇବେ । ତଥାପି ଚିତ୍ରା ନକ୍ଷତ୍ରର ଟେନସନ୍ କିଛି ମାତ୍ରାରେ ଲାଗି ରହିବ । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୫ ।
• ଚାଷୀ- ଜମିର ଉର୍ବରତା ପାଇଁ ଜୈବିକ ସାରର ବ୍ୟବହାର କରନ୍ତୁ ।
• ରୋଗୀ- ସତର୍କତାର ଦିନ ।
• ଛାତ୍ରଛାତ୍ରୀ- ଗ୍ରୀନ୍ ରଙ୍ଗର ଆସନରେ ବସି ପଢନ୍ତୁ ।
• କର୍ମଜୀବି- ପ୍ରଶଂସିତ ହେବେ ।
• ବ୍ୟବସାୟୀ- ଧର୍ଯ୍ୟ ହାରା ହୋଇପାରନ୍ତି ।
• ଗୃହିଣୀ- ଧାର୍ମିକ ହେବେ ।

ତୁଳା – ବହୁତ ଚିନ୍ତା କରୁଥିବା କାମରେ ସଫଳତା ବିଳମ୍ବରେ ପାଇବେ । ବନ୍ଧୁଙ୍କ ନିମନ୍ତ୍ରଣ କ୍ରନେ ଦୂର ଯାତ୍ରା ପାଇଁ ପ୍ରସ୍ତୁତି କରିବେ । ଅର୍ଥନୈତିକ କ୍ଷେତ୍ରରେ କିଛିଟା ସମସ୍ୟା ଭିତରେ ଚଳିବାକୁ ବାଧ୍ୟ ହେବେ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୮ ।
• ଚାଷୀ- ଜଳବାୟୁ ପ୍ରତି ସତର୍କ ରୁହନ୍ତୁ ।
• ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
• ଛାତ୍ରଛାତ୍ରୀ- ମୂଳଦୁଆ ପକାଇବେ ।
• କର୍ମଜୀବି- ଅର୍ଥ ହାନୀ ହେବ ।
• ବ୍ୟବସାୟୀ- ବନ୍ଧୁଙ୍କ ସହାୟତାକୁ ହାତଛଡା କରନ୍ତୁ ନାହିଁ ।
• ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ ।

ବିଛା – ଛୋଟ ଛୋଟ ଘଟଣା ପ୍ରତି ଗୁରୁତ୍ୱଦେଲେ ଅଯଥା ମାନସିକ ଅଶାନ୍ତିକୁ ବଢାଇବା ବ୍ୟତୀତ କିଛି ଲାଭ ହେବନି । ବିଶ୍ୱସ୍ତ ସୂତ୍ରରୁ ଆଶା କରୁଥିବା ଖବର ପାଇ ସାମୟିକ ଆଶ୍ୱସ୍ତି ଅନୁଭବ କରିପାରନ୍ତି । ଶୁଭ ରଙ୍ଗ ମେରୁନ୍ । ଶୁଭ ଅଙ୍କ ୧ ।
• ଚାଷୀ- ଜଳବାୟୁ ବିଭାଗ ସହ ଯୋଗା ଯୋଗ ରଖନ୍ତୁ ।
• ରୋଗୀ- ଆଜି କିଛି ଦିନ ସତର୍କ ରୁହନ୍ତୁ ।
• ଛାତ୍ରଛାତ୍ରୀ- ମିତ୍ରଙ୍କ ସହଯୋଗ ମିଳିବ ।
• କର୍ମଜୀବି- ସମ୍ମାନ ପାଇବେ ।
• ବ୍ୟବସାୟୀ- ବିଜୟୀ ହେବେ ।
• ଗୃହିଣୀ- ଧର୍ମ କାର୍ଯ୍ୟରେ ବ୍ୟସ୍ତ ରହିବେ ।

ଧନୁ – ଆଜି ଉତ୍ତରାଷାଢା ନକ୍ଷତ୍ର ଜଣେ ବନ୍ଧୁଙ୍କ ସହ-ଯୋଗରୁ କାମ ହାସଲ କରିବେ । ବିବାଦୀୟ ପରିସ୍ଥିତିରେ ଆପଣ ମନ ଭୁଲାଣିଆ କଥା କହି ପରିସ୍ଥିତିକୁ ସମ୍ଭାଳି ନେବେ । ଶୁଭ ରଙ୍ଗ ପିଚ୍ । ଶୁଭ ଅଙ୍କ ୮ ।
• ଚାଷୀ- ଜଳବାୟୁ ବିଷୟରେ ସଠିକ୍ ବିବରଣୀ ନିଅନ୍ତୁ ।
• ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।
• ଛାତ୍ରଛାତ୍ରୀ- ମନରେ ଗର୍ବ ଭାବ ଆସିବ ।
• କର୍ମଜୀବି- ସମ୍ମାନ ପାଇବେ ।
• ବ୍ୟବସାୟୀ- ବିଜୟୀ ହେବେ ।
• ଗୃହିଣୀ- ସଦିଚ୍ଛା ଭାବ ରହିବ ।

ମକର – ଆଜି ଚେଷ୍ଟା କରୁଥିବା କାର୍ଯ୍ୟରେ ଅବଶ୍ୟ ସଫଳତା ପାଇବେ । ପାଖ ପଡୋଶୀଙ୍କ ଁଳନା ଓ ପ୍ରତାରଣାପୂର୍ଣ୍ଣ କଥାକୁ ଭାବିଚିନ୍ତି କରିବା ଭଲ ହେବ । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୬ ।
• ଚାଷୀ- ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍ ।
• ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।
• ଛାତ୍ରଛାତ୍ରୀ- ବିଜ୍ଞ ହେବେ ।
• କର୍ମଜୀବି- କାର୍ଯ୍ୟ କରି ପ୍ରଶଂସିତ ହେବେ ।
• ବ୍ୟବସାୟୀ- ମଧୁରଭାଷୀ ହେବେ ।
• ଗୃହିଣୀ- ମାନସିକ ଶାନ୍ତି ପାଇବେ ।

କୁମ୍ଭ – ପୂର୍ବଭାଦ୍ରବ ନକ୍ଷତ୍ରର ସ୍ୱାସ୍ଥ୍ୟ ସମସ୍ୟା ମାନସିକ ଅସ୍ଥିରତାକୁ ବୃଦ୍ଧି କରିପାରେ । କର୍ମକ୍ଷେତ୍ରରେ ସ୍ୱାଧୀନ ଭାବରେ କାର୍ଯ୍ୟ କରିବାରେ ସୁଯୋଗ ପାଇବେ । ସାମ୍ବାଦିକତାରେ ପ୍ରଶଂସିତ ହେବେ । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୭ ।
• ଚାଷୀ- ଶ୍ରମ ସାର୍ଥକ ହେବ ।
• ରୋଗୀ- ଆର୍ୟୁରବେଦୀ ଚିକିସôା ଲାଭ ଦେବ ।
• ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।
• କର୍ମଜୀବି- ସମ୍ମାନିତ ହେବେ ।
• ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍, ପଳେଇ ଯାଇପାରେ ।
• ଗୃହିଣୀ- ସଜାସଜିରେ ବ୍ୟସ୍ତ ରହିବେ ।

ମୀନ – ଅନ୍ୟମାନଙ୍କର ଫୁସୁଲା ଫୁସୁଲି କଥାରେ ପଶନ୍ତୁ ନାହିଁ କାରଣ ଅସୁବିଧାରେ ସମ୍ମୁଖୀନ ହେବାକୁ ପଡିପାରେ । ଆପୋଷ ମିଳାମିଶାରୁ ପାରିବାରିକ ସମସ୍ୟାର ସମାଧାନ ଘଟିବ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୩ ।
• ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।
• ରୋଗୀ- ଚକ୍ଷୁ ପୀଡା ହେବ ।
• ଛାତ୍ରଛାତ୍ରୀ- ବ୍ୟାୟାମ୍ କରନ୍ତୁ ।
• କର୍ମଜୀବି- ପ୍ରମୋସନ୍ ମିଳିବ ।
• ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
• ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।

Leave A Reply

Your email address will not be published.