Before Header

ଆଜିର ରାଶିଫଳ

0 44

ମେଷ – ଶନି ଏବଂ ମଙ୍ଗଳଙ୍କ ଯୋଗୁ ଆଜି ପ୍ରତ୍ୟେକ କ୍ଷେତ୍ରରେ ଗରମ ମିଜାଜରେ କାମ କରିବାକୁ ପଡିବ । କାର୍ଯ୍ୟ ହାସଲ କରିବାରେ ସଫଳ ହେବେ କିନ୍ତୁ ଅର୍ଥ ସମ୍ପର୍କକୁ କେନ୍ଦ୍ର କରି ତର୍କର ସମ୍ମୁଖୀନ ହେବେ । ଶୁଭ ରଙ୍ଗ ମେରୁନ୍ । ଶୁଭ ଅଙ୍କ ୨ ।

• ଚାଷୀ- ଜଳବାୟୁ ବିଭାଗ ସହ ଯୋଗା ଯୋଗ ରଖନ୍ତୁ ।
• ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
• ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।
• କର୍ମଜୀବି- କାର୍ଯ୍ୟ ତତ୍ପର ରହିବେ ।
• ବ୍ୟବସାୟୀ- ଅର୍ଥ ଲାଭ ହେବ ।
• ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।

ବୃଷ – ସମସ୍ୟାର ସରଳ ସମାଧାନ କ୍ଷେତ୍ରରେ ବନ୍ଧୁ ସାହାର୍ଯ୍ୟ କରିବେ । ରୋହିଣୀ ଅସମ୍ପୂର୍ଣ୍ଣ କାମରୁ ପୂର୍ଣ୍ଣାଙ୍ଗ କରିବାରେ ସାବଧାନତା ଅବଲମ୍ବନ କରିବା ଭଲ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୪ ।

• ଚାଷୀ- ଜଳ ସଞ୍ଚୟ କରନ୍ତୁ ।
• ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।
• ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
• କର୍ମଜୀବି- ଅର୍ଥ ହାନୀ ହେବ ।
• ବ୍ୟବସାୟୀ- ଅର୍ଥ ହାନୀ ହେବ ।
• ଗୃହିଣୀ- ସୁଖଭାରା ଦିନଟି ।

ମିଥୁନ – ପୁନର୍ବସୁ ନକ୍ଷତ୍ର ଗତକାଲିର ଅଟକି ରହିଥିବା କାମକୁ ଆଜି ପୂର୍ଣ୍ଣାଙ୍ଗ କରିପାରିବେ । ସମୟ ସୁବିଧାକୁ ନେଇ ବନ୍ଧୁଙ୍କ ପାଖରେ ଦୁଃଖ ଜଣାନ୍ତୁ; ଅବଶ୍ୟ ଉପକୃତ ହେବେ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୮ ।

• ଚାଷୀ- କୀଟ ନାଶକର ସଠିକ୍ ସମୟରେ ବ୍ୟବହାର କରନ୍ତୁ ।
• ରୋଗୀ- ଅସାଧ୍ୟ ରୋଗ ରୁ ମୁକ୍ତ ହେବେ ।
• ଛାତ୍ରଛାତ୍ରୀ- ବିଜ୍ଞ ହେବେ ।
• କର୍ମଜୀବି- ସମ୍ମାନିତ ହେବେ ।
• ବ୍ୟବସାୟୀ- ସଫଳତା ମିଳିବ ।
• ଗୃହିଣୀ- କାର୍ଯ୍ୟରେ ବ୍ୟସ୍ତ ରହିବେ ।

କର୍କଟ – ପଦସ୍ଥବ୍ୟକ୍ତିଙ୍କ ସାହାର୍ଯ୍ୟରୁ କର୍ମକ୍ଷେତ୍ରରୁ ଅର୍ଥ ଓ ସମ୍ମାନ ଲାଭ କରି ଉତ୍ଫୁଲ୍ଲିତ ହେବେ । ଅଶ୍ଳେଷା ନକ୍ଷତ୍ର ବାଣିଜ୍ୟ, ବ୍ୟବସାୟରେ ସତର୍କ ନ ହେଲେ ଠକାମିରେ ପଡିପାରନ୍ତି । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୯ ।

• ଚାଷୀ- ଚାଷ କାର୍ଯ୍ୟରେ ଉନ୍ନତି ପରିଲକ୍ଷିତ ହେବ ।
• ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।
• ଛାତ୍ରଛାତ୍ରୀ- ବ୍ୟାୟାମ୍ କରନ୍ତୁ ।
• କର୍ମଜୀବି- ସମ୍ମାନିତ ହେବେ ।
• ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
• ଗୃହିଣୀ- ଧାର୍ମିକ ହେବେ ।

ସିଂହ – ଦିନ ମଧ୍ୟରେ ସଭାସମିତି, ଜମିଜମା ଏବଂ ପିଲାଙ୍କ କଥା ନେଇ ମାନସିକ ସ୍ଥିତି ବିପନ୍ନ ହୋଇପାରେ । ବନ୍ଧୁଙ୍କ ଅସଂଯତ କାର୍ଯ୍ୟକଳାପ ପାଇଁ ଉଚ୍ଚବର୍ଗଙ୍କ ଠାରୁ ସମାଲୋଚିତ ହେବେ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୫ ।

• ଚାଷୀ- ଗୋବର କ୍ଷତର ବ୍ୟବହାର କରିବା ଉଚିତ୍ ।(ପରୀକ୍ଷିତ)
• ରୋଗୀ- ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ ଦିଅନ୍ତୁ ।
• ଛାତ୍ରଛାତ୍ରୀ- ବଡ ଲୋକଙ୍କ କଥା ଶୁଣିବେ ନାହିଁ ।
• କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
• ବ୍ୟବସାୟୀ- ପ୍ରଚୁର ଲାଭ ହେବ ।
• ଗୃହିଣୀ- ମିତ୍ର ସୁଖ ପାଇବେ ।

କନ୍ୟା – ସମସ୍ତ ପ୍ରକାରର ସୁବିଧା ଥିଲେ ମଧ୍ୟ ସୁଯୋଗର ସଦ୍ ବ୍ୟବହାର କରିପାରିବେ ନାହିଁ । ଉତ୍ତରାଫାଲଗୁନୀ ନକ୍ଷତ୍ର ସ୍ଥଗିତ କାମ ପାଇଁ ଅନ୍ୟକୁ କୈଫିୟତ୍ ଦେବାକୁ ପଡିପାରେ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୩ ।

• ଚାଷୀ- ଶ୍ରମ ସାର୍ଥକ ହେବ ।
• ରୋଗୀ- ସୁସ୍ଥ ଅନୁଭବ କରିବେ ।
• ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
• କର୍ମଜୀବି- ସମ୍ମାନ ପାଇବେ ।
• ବ୍ୟବସାୟୀ- ଧର୍ଯ୍ୟ ହାରା ହୋଇପାରନ୍ତି ।
• ଗୃହିଣୀ- ପରକୁ ଆପଣାର କରିବେ ।

ତୁଳା – ସ୍ୱାତି ନକ୍ଷତ୍ରର ସାଧାରଣ କଥାକୁ କେନ୍ଦ୍ର କରି ଗୃହରେ କଳହ ସୃଷ୍ଟି ହୋଇପାରେ । କର୍ମକ୍ଷେତ୍ରରେ ତର୍କବିତର୍କ କାରଣରୁ ସାୟାହ୍ନେ ମନ ଭଲ ରହିବ ନାହିଁ । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୯ ।

• ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।
• ରୋଗୀ- ଆର୍ୟୁରବେଦୀ ଚିକିସôା ଲାଭ ଦେବ ।
• ଛାତ୍ରଛାତ୍ରୀ- ବିଜ୍ଞ ହେବେ ।
• କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
• ଗୃହିଣୀ- ପାରିବାରିକ କାର୍ଯ୍ୟରେ ବ୍ୟସ୍ତ ରହିବେ ।
• ବ୍ୟବସାୟୀ- ଲୋକପ୍ରିୟତା ମିଳିବ ।

ବିଛା – ଆଜି ଯେଉଁ କାମରେ ହାତ ଦିଅନ୍ତୁ ନା କାହିଁକି, ଆପଣଙ୍କ ସକାଶେ ସାହାର୍ଯ୍ୟ ସହ-ଯୋଗର ଅଭାବ ରହିବ ନାହିଁ । କିନ୍ତୁ ସାଧାରନ କଥାକୁ କେନ୍ଦ୍ର କରି ମଧ୍ୟାହ୍ନେ ମନରେ ବିରକ୍ତିଭାବ ସୃଷ୍ଟି ହେବ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୩ ।

• ଚାଷୀ- ପୋଖରୀ/ଗାଢିଆ କରି ଜଳ ସଞ୍ଚୟ କରନ୍ତୁ ।
• ରୋଗୀ- ସୁସ୍ଥ ଅନୁଭବ କରିବେ ।
• ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
• କର୍ମଜୀବି- ସମ୍ମାନିତ ହେବେ ।
• ବ୍ୟବସାୟୀ- ସଫଳତା ହାତଛଡା ହୋଇଯିବ ।
• ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ ।

ଧନୁ – ଅଭାବ ଥିଲେ କ’ଣ ହେଲା ପୂରା ଦମ୍ରେ କରିବା ପାଇଁ ନିଷ୍ପତ୍ତି ନେବେ । ସଭାସମିତି, ସଂଗଠନ ଓ ରାଜନୀତିରେ ନେତୃତ୍ୱ ନେଇ ପ୍ରଶଂସିତ ହେବେ । ଶତ୍ରୁ ଉପଦବ୍ର ସମ୍ପୂର୍ଣ୍ଣ ଭାବେ କମିଯିବାର ଅନୁଭବ କରିବେ । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୧ ।

• ଚାଷୀ- ଚାଷରେ ଉନ୍ନତି ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
• ରୋଗୀ- ସୁସ୍ଥ ଅନୁଭବ କରିବେ ।
• ଛାତ୍ରଛାତ୍ରୀ- ଅନ୍ଲାଇନ୍ ବିଦ୍ୟା ଆରୋହଣ କରିବେ ।
• କର୍ମଜୀବି- ଅର୍ଥ ହାନୀ ହେବ ।
• ବ୍ୟବସାୟୀ- ନୂଆ ଡିଲ୍ ମିଳିବ ।
• ଗୃହିଣୀ- ସୁଖ ଅନୁଭବ କରିବେ ।

ମକର – ଗତକାଲିର ସ୍ଥଗିତ କାମକୁ ପୂରା ଦମ୍ରେ କରିବା ପାଇଁ ନିଷ୍ପତ୍ତି ନେବେ । ଶତ୍ରୁ ଉପଦବ୍ର ସମ୍ପର୍ଣ୍ଣ ଭାବେ କମିଯିବାର ଅନୁଭବ କରିବେ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୭ ।

• ଚାଷୀ- ଜଳବାୟୁ ବିଷୟରେ ସଠିକ୍ ବିବରଣୀ ନିଅନ୍ତୁ ।
• ରୋଗୀ- ୟୋଗା କରନ୍ତୁ ।
• ଛାତ୍ରଛାତ୍ରୀ- ବିଦ୍ୟା ଆରୋହଣ କରିବେ ।
• କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ ।
• ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍, ପଳେଇ ଯାଇପାରେ ।
• ଗୃହିଣୀ- ସୁଖଭାରା ଦିନଟି ।

କୁମ୍ଭ – ବିଭିନ୍ନ ପ୍ରକାରର ପାରିବାରିକ ବିଷୟକୁ ନେଇ ମନ ଭାରାକ୍ରାନ୍ତ ରହିବ । ଶିକ୍ଷାକ୍ଷେତ୍ର, ସରକାରି କାମ ଓ ପଦସ୍ଥ ବ୍ୟକ୍ତିବିଶେଷଙ୍କ କ୍ଷେତ୍ରରୁ ଉପକୃତ ହେବେ । ରୁକ୍ଷ ବ୍ୟବହାର ବନ୍ଧୁଙ୍କ ମନରେ ଆଘାତ ଦେଇପାରେ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୬ ।

• ଚାଷୀ- ଜଳବାୟୁ ବିଭାଗ ସହ ଯୋଗା ଯୋଗ ରଖନ୍ତୁ ।
• ରୋଗୀ- ଥଣ୍ଡାଜନିତ ରୋଗ ହୋଇପାରେ ।
• ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
• କର୍ମଜୀବି- ସମ୍ମାନିତ ହେବେ ।
• ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
• ଗୃହିଣୀ- ସ୍ୱାଭିମାନୀ ହେବେ ।

ମୀନ – କର୍ମକ୍ଷେତ୍ରରେ ହଠାତ୍ କୌଣସି ଘଟଣା ମନକୁ ବିବ୍ରତ କରିପାରେ । ଲେଖାପଢା ତଥା ପ୍ରକାଶନ କ୍ଷେତ୍ରରେ ଶୁଭଫଳ ପାଇବେ ।ତ୍ତଉତ୍ତରଭାଦ୍ରବ ନକ୍ଷତ୍ର ଯାତ୍ରାରେ ଜିନିଷ ପତ୍ର ପ୍ରତି ସତର୍କ ରହନ୍ତୁ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୧ ।

• ଚାଷୀ- ଉତ୍ତମ ଫଳ ପାଇବେ ।
• ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
• ଛାତ୍ରଛାତ୍ରୀ- ଗ୍ରୀନ୍ ରଙ୍ଗର ଆସନରେ ବସି ପଢନ୍ତୁ ।
• କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
• ବ୍ୟବସାୟୀ- ଧର୍ଯ୍ୟ ହାରା ହୋଇପାରନ୍ତି ।
• ଗୃହିଣୀ- ପରକୁ ଆପଣାର କରିବେ ।

Leave A Reply

Your email address will not be published.