Masthead

ଆଜି ‘ବଡ଼ ଖବର’ର ସ୍ୱନକ୍ଷତ୍ର

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଆଜି ‘ବଡ଼ ଖବର’ର ସ୍ୱନକ୍ଷତ୍ର । ବର୍ଷେ ପୂରା କଲା ଲୋକଙ୍କ ଚ୍ୟାନେଲ । ୨୦୨୦ ଅକ୍ଟୋବର ୨୫ରୁ ଆରମ୍ଭ ହୋଇଥିବା ଲୋକଙ୍କ ଚ୍ୟାନେଲ ‘ବଡ଼ ଖବର’କୁ ଅଜସ୍ର ଭଲପାଇବା ପାଇଁ ଦର୍ଶକଙ୍କୁ ଧନ୍ୟବାଦ । ଏହାକୁ ଆହୁରି ସ୍ମରଣୀୟ କରିବାକୁ ‘ବଡ଼ ଖବର’ ପରିବାର ଏକ ଗୁରୁତ୍ୱପୂର୍ଣ୍ଣ କନକ୍ଲେଭର ଆୟୋଜନ କରିଛି ।

ଯେଉଁଥିରେ ଗୋଟିଏ ମଞ୍ଚରେ ଏକାଠି ହେବେ ରାଜ୍ୟ ରାଜନୀତିର ୩ ଚର୍ଚ୍ଚିତ ଚେହେରା । ଇଣ୍ଡିଆନ ମିଡିଆ ସୋ ସରି ଶୀର୍ଷକରେ ମତ ରଖିବେ ପ୍ରଖ୍ୟାତ ଲେଖକ ରସିଦ କିଦ୍ୱାଇ । ଯାହାର ସିଧାପ୍ରସାରଣ ଦେଖିପାରିବେ ଆଜି ରାତି ୮ଟାରୁ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ଗୃହିଣୀଙ୍କ ପାଇଁ ସୁପ୍ରିମକୋର୍ଟରୁ ଆସିଲା ବଡ ଶୁଣାଣୀ 🔴 ଧମକର କେଇ ଘଣ୍ଟା ପରେ ଟ୍ରମ୍ପଙ୍କ ୟୁଟର୍ଣ୍ଣ 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ଗୃହିଣୀଙ୍କ ପାଇଁ ସୁପ୍ରିମକୋର୍ଟରୁ ଆସିଲା ବଡ ଶୁଣାଣୀ 🔴 ଧମକର କେଇ ଘଣ୍ଟା ପରେ ଟ୍ରମ୍ପଙ୍କ ୟୁଟର୍ଣ୍ଣ