Masthead

୨୪ ଘଣ୍ଟାରେ ୩,୮୨୩ ସଂକ୍ରମଣ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଦେଶରେ ବୃଦ୍ଧି ପାଇବାରେ ଲାଗିଛି ସଂକ୍ରମଣ ସଂଖ୍ୟା । ୪ହଜାର ମୁହାଁ ହୋଇଛି ସଂକ୍ରମଣ । ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ୩ ହଜାରରୁ ଅଧିକ ରହିଛି। ଗତ ୨୪ ଘଣ୍ଟାରେ ଏହା ୩,୮୨୩ ଛୁଇଁଛି। ଗୋଟଏ ଦିନ ତଳେ ଏହା ୨,୯୯୩ ଥିଲା। ସେହିପରି ଗତ ୨୪ ଘଣ୍ଟାରେ ମୃତ୍ୟୁ ସଂଖ୍ୟା ୪ ରେ ପହଞ୍ଚିଛି। ଗୋଟିଏ ଦିନ ତଳେ ଏହା ୭ ଥିଲା। ଏହି ସମୟରେ ସକ୍ରିୟ ମାମଲା ୧୮ ହଜାର ଟପିଛି। ଏହା ୧୮ ହଜାର ୩୮୯ ରେ ପହଞ୍ଚିଛି। ଗୋଟିଏ ଦିନ ତଳେ ଏହା ୧୬ ହଜାର ୩୫୪ ଥିଲା। ସେହିପରି ୨୪ ଘଣ୍ଟାରେ ୧,୭୮୪ଜଣ ସୁସ୍ଥ ହୋଇଛନ୍ତି। ଗୋଟିଏ ଦିନ ତଳେ ଏହା ୧,୮୪୦ ଥିଲା।

ଦେଶରେ କରୋନା ମୃତକଙ୍କ ସଂଖ୍ୟା ୫ ଲକ୍ଷ ୩୦ ହଜାର ୮୮୧ ଛୁଇଁଛି। ସଂକ୍ରମଣ ଆରମ୍ଭଠାରୁ ଇତିମଧ୍ୟରେ ମୋଟ ୪ କୋଟି ୪୭ ଲକ୍ଷ ୨୨ ହଜାର ୬୦୫ ଜଣ ଆକ୍ରାନ୍ତ ହୋଇଥିବାବେଳେ ୪ କୋଟି ୪୧ ଲକ୍ଷ ୭୩ ହଜାର ୩୩୫ ଜଣ ସୁସ୍ଥ ହୋଇ ସାରିଛନ୍ତି। ଦେଶର ୩୨ ଜିଲାରେ ସଂକ୍ରମଣ ହାର ୧୦ ପ୍ରତିଶତ ଥିବାବେଳେ ୬୩ ଜିଲାରେ ଏହା ୫ରୁ ୧୦ ପ୍ରତିଶତ ମଧ୍ୟରେ ରହିଛି। ଦିଲ୍ଲୀ, ମହାରାଷ୍ଟ୍ର, ଗୁଜରାଟ, ଉତ୍ତରପ୍ରଦେଶ, ମଧ୍ୟପ୍ରଦେଶ ସମେତ ଅନେକ ରାଜ୍ୟରୁ କରୋନାର ନୂଆ ଆକ୍ରାନ୍ତ ଚିହ୍ନଟ ହେବାରେ ଲାଗିଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ