Masthead

ଆର୍ଚେରୀ କ୍ୱାର୍ଟର ଫାଇନାଲକୁ ଏଣ୍ଟ୍ରି ମାରିଲା ଭାରତ

(ବଡ଼ ଖବର ବ୍ୟୁରୋ): ଟୋକିଓ ଅଲିମ୍ପିକ୍ସର ୪ର୍ଥ ଦିନରେ କ୍ୱାର୍ଟରଫାଇନାଲରେ ପ୍ରବେଶ କରିଛି ପୁରୁଷ ଟିମ୍ । କାଜିକସ୍ତାନକୁ ହରାଇ କ୍ୱାଟରଫାଇନାଲକୁ ଗଲା ଭାରତ । ତୀରନ୍ଦାଜୀରେ ଭାରତୀୟ ପୁରୁଷ ଟିମର ଉଚ୍ଚକୋଟିର ପ୍ରଦର୍ଶନ । ଭାରତୀୟ ପୁରୁଷ ତୀରନ୍ଦାଜୀ ଟିମ ପ୍ରି-କ୍ୱାର୍ଟରରେ ଭଲ ପ୍ରଦର୍ଶନ କରିଛି ।

ଟିମ ପ୍ରଥମ ୨ଟି ସେଟ ନିଜର ନାଁରେ କରିଥିଲା। ମାତ୍ର ୩ୟ ସେଟରେ କାଜିକସ୍ତାନ ୫୭-୫୬ରେ ଆଗୁଆ ଥିଲା । ଏହା ପରେ ଭାରତୀୟ ଖେଳାଳି ଅତାନୁ ଦାସ, ପ୍ରବୀଣ ଯାଦବ ଓ ତରୁଣଦୀପ ରାୟ ଦମଦାର ପ୍ରଦର୍ଶନକରି କ୍ୱାର୍ଟରଫାଇନାଲ ସ୍ଥାନ ନିଜପାଇଁ ସୁରକ୍ଷିତ ରଖିଥିଲେ । ଭାରତୀୟ ଦଳ ୪ର୍ଥ ଦିନ ଆରମ୍ଭରୁ ସାନଦାର ପ୍ରଦର୍ଶନ କରିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ