ଆର୍ଚେରୀ କ୍ୱାର୍ଟର ଫାଇନାଲକୁ ଏଣ୍ଟ୍ରି ମାରିଲା ଭାରତ

(ବଡ଼ ଖବର ବ୍ୟୁରୋ): ଟୋକିଓ ଅଲିମ୍ପିକ୍ସର ୪ର୍ଥ ଦିନରେ କ୍ୱାର୍ଟରଫାଇନାଲରେ ପ୍ରବେଶ କରିଛି ପୁରୁଷ ଟିମ୍ । କାଜିକସ୍ତାନକୁ ହରାଇ କ୍ୱାଟରଫାଇନାଲକୁ ଗଲା ଭାରତ । ତୀରନ୍ଦାଜୀରେ ଭାରତୀୟ ପୁରୁଷ ଟିମର ଉଚ୍ଚକୋଟିର ପ୍ରଦର୍ଶନ । ଭାରତୀୟ ପୁରୁଷ ତୀରନ୍ଦାଜୀ ଟିମ ପ୍ରି-କ୍ୱାର୍ଟରରେ ଭଲ ପ୍ରଦର୍ଶନ କରିଛି ।

ଟିମ ପ୍ରଥମ ୨ଟି ସେଟ ନିଜର ନାଁରେ କରିଥିଲା। ମାତ୍ର ୩ୟ ସେଟରେ କାଜିକସ୍ତାନ ୫୭-୫୬ରେ ଆଗୁଆ ଥିଲା । ଏହା ପରେ ଭାରତୀୟ ଖେଳାଳି ଅତାନୁ ଦାସ, ପ୍ରବୀଣ ଯାଦବ ଓ ତରୁଣଦୀପ ରାୟ ଦମଦାର ପ୍ରଦର୍ଶନକରି କ୍ୱାର୍ଟରଫାଇନାଲ ସ୍ଥାନ ନିଜପାଇଁ ସୁରକ୍ଷିତ ରଖିଥିଲେ । ଭାରତୀୟ ଦଳ ୪ର୍ଥ ଦିନ ଆରମ୍ଭରୁ ସାନଦାର ପ୍ରଦର୍ଶନ କରିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ