Masthead

ଟୋକିଓ ଅଲିମ୍ପିକ୍ସ: କ୍ୱାର୍ଟର ଫାଇନାଲରେ ଦୀପିକା କୁମାରୀ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଟୋକିଓରେ ଆଉ ଏକ ପଦକ ଆଶା । ତୀରନ୍ଦାଜ ଦୀପିକା କୁମାରୀ ବିଶ୍ୱର ଏକ ନମ୍ବର ତୀରନ୍ଦାଜ ସେନିଆ ପରୋଭାଙ୍କୁ ସୁଟଆଉଟରେ ପରାସ୍ତ କରି କ୍ୱାର୍ଟର ଫାଇନାଲରେ ପ୍ରବେଶ କରିଛନ୍ତି । କଡା ମୁକାବିଲାରେ ୬-୫ରେ ଜିତିଛନ୍ତି ଦୀପିକା କୁମାରୀ । ଦୀପିକା ପ୍ରଥମ ଓ ତୃତୀୟ କ୍ୱାର୍ଟରରେ ବିଜୟୀ ହୋଇଛନ୍ତି । ଭାରତୀୟ ସମୟ ଅନୁସାରେ ଆଜି ଦିନ ୧୧ଟା ୩୦ରେ କ୍ୱାର୍ଟର ଫାଇନାଲ ମୁକାବିଲା ହେବ । ଦୀପିକାଙ୍କ ମୁକାବିଲା କୋରିଆର ଏନ ସେନଙ୍କ ସହ ହେବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର