Masthead

ଟୋକିଓ ଅଲିମ୍ପିକ୍ସ: ବ୍ରୋଞ୍ଜ ପାଇଁ ଚାଲିଛି ଲଢେଇ

(ବଡ଼ ଖବର ବ୍ୟୁରୋ): ଟୋକିଓରେ ବ୍ରୋଞ୍ଜ ପାଇଁ ଚାଲିଛି ଲଢେଇ । ଦମ୍ ଦେଖାଉଛନ୍ତି ଭାରତୀୟ ମହିଳା ହକି ଦଳ । ଭାରତ – ଗ୍ରେଟ ବ୍ରିଟେନ ମଧ୍ୟରେ ଚାଲିଛି ଘମାସାନ ଲଢେଇ । ଦମଦାର ଖେଳ ପ୍ରଦର୍ଶନ ଜାରି ରଖିଛି ଭାରତ । ଆରମ୍ଭରୁ ଗୋଲ୍ ଦେଇ ଭଲ ପ୍ରଦର୍ଶନ ଲକ୍ଷ୍ୟରେ ରହିଛି ଟିମ୍ ଇଣ୍ଡିଆ । ସେପଟେ ପ୍ରଥମ କ୍ୱାଟରରେ କୌଣସି ଗୋଲ୍ ହୋଇନଥିଲା ।

ଦ୍ୱିତୀୟ କ୍ୱାର୍ଟର ସୁଦ୍ଧା ଆଗୁଆ ରହିଥିଲା ଗ୍ରେଟ୍ ବ୍ରିଟେନ୍ । ଏବଂ ତୃତୀୟ କ୍ୱାର୍ଟରରେ ୪-୩ରେ ସ୍ଥିତି ବରାବର ରହିଥିଲା । ତେବେ ପୂର୍ବରୁ ସେମିଫାଇନାଲରେ ଆର୍ଜେଣ୍ଟିନା ଠାରୁ ଭାରତ ବିଜୟ ହାସଲ କରିପାରିନଥିଲା । ହେଲେ ବ୍ରୋଞ୍ଜ ହାତେଇବା ଲକ୍ଷ୍ୟରେ ମଇଦାନକୁ ଓହ୍ଲାଇଛି ଭାରତ । ଟୋକିଓରେ କଡା ଟକ୍କର ଦେଉଛନ୍ତି ଭାରତୀୟ ମହିଳା ହକି ଟିମ୍ । ଏବଂ ବ୍ରୋଞ୍ଜ ପାଇଁ ଦୁଇ ଦଳ ମଧ୍ୟରେ ଚାଲିଛି ଲଢେଇ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ