Masthead

ଟୋକିଓ ଅଲିମ୍ପିକ୍ସ: ବ୍ରୋଞ୍ଜ ପାଇଁ ଚାଲିଛି ଲଢେଇ

(ବଡ଼ ଖବର ବ୍ୟୁରୋ): ଟୋକିଓରେ ବ୍ରୋଞ୍ଜ ପାଇଁ ଚାଲିଛି ଲଢେଇ । ଦମ୍ ଦେଖାଉଛନ୍ତି ଭାରତୀୟ ମହିଳା ହକି ଦଳ । ଭାରତ – ଗ୍ରେଟ ବ୍ରିଟେନ ମଧ୍ୟରେ ଚାଲିଛି ଘମାସାନ ଲଢେଇ । ଦମଦାର ଖେଳ ପ୍ରଦର୍ଶନ ଜାରି ରଖିଛି ଭାରତ । ଆରମ୍ଭରୁ ଗୋଲ୍ ଦେଇ ଭଲ ପ୍ରଦର୍ଶନ ଲକ୍ଷ୍ୟରେ ରହିଛି ଟିମ୍ ଇଣ୍ଡିଆ । ସେପଟେ ପ୍ରଥମ କ୍ୱାଟରରେ କୌଣସି ଗୋଲ୍ ହୋଇନଥିଲା ।

ଦ୍ୱିତୀୟ କ୍ୱାର୍ଟର ସୁଦ୍ଧା ଆଗୁଆ ରହିଥିଲା ଗ୍ରେଟ୍ ବ୍ରିଟେନ୍ । ଏବଂ ତୃତୀୟ କ୍ୱାର୍ଟରରେ ୪-୩ରେ ସ୍ଥିତି ବରାବର ରହିଥିଲା । ତେବେ ପୂର୍ବରୁ ସେମିଫାଇନାଲରେ ଆର୍ଜେଣ୍ଟିନା ଠାରୁ ଭାରତ ବିଜୟ ହାସଲ କରିପାରିନଥିଲା । ହେଲେ ବ୍ରୋଞ୍ଜ ହାତେଇବା ଲକ୍ଷ୍ୟରେ ମଇଦାନକୁ ଓହ୍ଲାଇଛି ଭାରତ । ଟୋକିଓରେ କଡା ଟକ୍କର ଦେଉଛନ୍ତି ଭାରତୀୟ ମହିଳା ହକି ଟିମ୍ । ଏବଂ ବ୍ରୋଞ୍ଜ ପାଇଁ ଦୁଇ ଦଳ ମଧ୍ୟରେ ଚାଲିଛି ଲଢେଇ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ