Masthead

ଟୋକିଓ ଅଲିମ୍ପିକ୍ସ: ଆର୍ଜେଣ୍ଟିନାକୁ ହରାଇ କ୍ୱାର୍ଟର ଫାଇନାଲରେ ଭାରତୀୟ ହକି ଦଳ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ଟୋକିଓ ଅଲିମ୍ପିକ୍ସରେ ଭାରତୀୟ ପୁରୁଷ ହକି ଦଳକୁ ମିଳିଛି ଆଉ ଏକ ସଫଳତା । ଆର୍ଜେଣ୍ଟିନାକୁ ୩-୧ ଗୋଲରେ ହରାଇଛନ୍ତି ଭାରତୀୟ ହକି ଦଳ । ଏହାସହ ପୁଲ ‘ଏ’ରେ ୯ ପଏଣ୍ଟ ହାସଲ କରି କ୍ୱାର୍ଟର ଫାଇନାଲରେ ନିଜ ସ୍ଥାନ ସୁରକ୍ଷିତ କରିସାରିଛି ଦଳ । ଦଳ ପକ୍ଷରୁ ବରୁଣ କୁମାର, ବିବେକ ପ୍ରସାଦ ଓ ହରମନପ୍ରୀତ ଗୋଲ କରିଥିଲେ । ମ୍ୟାଚ ଆରମ୍ଭର ୪୩ ମିନିଟ ପରେ ଭାରତ ତରଫରୁ ପ୍ରଥମ ଗୋଲ ହୋଇଥିଲା ।

୪୮ ମିନିଟରେ ଭାରତକୁ ଏକ ଗୋଲ ମିଳିବା ସହ ବରାବର ହୋଇଥିଲା । ୫୮ମିନିଟରେ ବିବେକ ପ୍ରସାଦ ଗୋଟିଏ ଗୋଲ ଓ ହରମନପ୍ରୀତ ଆଉ ଗୋଟିଏ ଗୋଲ ଦେଇଥିଲେ । ତେବେ ଟୋକିଓ ଅଲିମ୍ପିକ୍ସରେ ଭାରତୀୟ ହକି ଦଳର ଏହା ଚତୁର୍ଥ ମ୍ୟାଚ ଥିଲା । ୩ଟି ଯିତିଥିବା ବେଳେ ଅନ୍ୟଟି ଦଳକୁ ହାରିବାକୁ ପଡ଼ିଛି । ତେବେ ରିଓ ଅଲିମ୍ପିକ୍ସରେ ଆର୍ଜେଣ୍ଟିନା ସ୍ୱର୍ଣ୍ଣ ପଦକ ହାସଲ କରିଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ