Masthead

ଟୋକିଓ ଅଲିମ୍ପିକ୍ସ: କ୍ୱାର୍ଟର ଫାଇନାଲରେ ପହଞ୍ଚିଲେ ପି.ଭି.ସିନ୍ଧୁ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ଟୋକିଓ ଅଲିମ୍ପିକ୍ସରେ ପଦକ ହାସଲ ଦିଗରେ ଆଉ ପାଦେ ଆଗେଇଲେ ପି.ଭି. ସିନ୍ଧୁ । ଚଳିତ ଟୋକିଓ ଅଲମ୍ପିକ୍ସରେ ମହିଳା ଏକକ ବର୍ଗରେ ପି.ଭି.ସିନ୍ଧୁ କ୍ୱାର୍ଟର ଫାଇନାଲରେ ପହଞ୍ଚିଛନ୍ତି । ଡେନମାର୍କର ବ୍ଲିଚଫେଲ୍ଡଙ୍କୁ ୨୧-୧୫ ଓ ୨୧-୧୩ରେ ପରାସ୍ତ କରିଛନ୍ତି ସିନ୍ଧୁ । ତେବେ ପ୍ରି-କ୍ୱାର୍ଟରର ଏହି ମ୍ୟାଚ୍ ମାତ୍ର ୪୧ ମିନିଟରେ ଜିତିଛନ୍ତି ପ.ଭି.ସିନ୍ଧୁ । ଆସନ୍ତା କାଲି ସିନ୍ଧୁ ତାଙ୍କର କ୍ୱାର୍ଟର ଫାଇନାଲ ମ୍ୟାଚ ଖେଳିବେ । ସୂଚନାଯୋଗ୍ୟ ରିଓ ଅଲିମ୍ପିକ୍ସରେ ସିନ୍ଧୁ ଭାରତ ପାଇଁ ରୌପ୍ୟ ପଦକ ହାସଲ କରିଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ