Masthead

୨୪ରୁ ଟୋକିଓ ପାରା ଅଲିମ୍ପିକ୍ସ

(ବଡ଼ ଖବର ବ୍ୟୁରୋ): ଟୋକିଓ ଅଲିମ୍ପିକ୍ସ ଶେଷ ହୋଇଛି । ଆସନ୍ତା ୨୪ ତାରିଖରୁ ଆରମ୍ଭ ହେବ ପାରାଲିମ୍ପିକ୍ସ-୨୦୨୦ । ଆସନ୍ତା ୨୪ ତାରିଖରୁ ଆରମ୍ଭ ହେବାକୁ ଥିବା ପାରାଲିମ୍ପିକ୍ସରେ ବ୍ୟାଡମିଣ୍ଟନରେ ବିଶ୍ୱ ଚାମ୍ପିଅନ ପ୍ରମୋଦ ଭଗତ୍‌ ଅଂଶ ଗ୍ରହଣ କରିବେ । ତାଙ୍କର ପୂର୍ବ ପ୍ରଦର୍ଶନ ଅନୁସାରେ ସେ ଟୋକିଓରେ ପଦକ ଦାବିଦାର ରହିଛନ୍ତି । ପ୍ରମୋଦଙ୍କ ଉପରେ ସାରା ଦେଶବାସୀଙ୍କ ନଜର ରହିବ । ଅଲିମ୍ପିକ୍ସ ଆସନ୍ତା ୨୪ରୁ ଆରମ୍ଭ ହୋଇ ସେପ୍ଟେମ୍ବର ୫ ତାରିଖ ଯାଏ ଚାଲିବ ।

ସୂଚନା ମୁତାବିକ, ଚଳିତ ବର୍ଷ ଟୋକିଓ ଅଲିମ୍ପିକ୍ସରେ ଓଡ଼ିଶାରୁ ପୁରୁଷ ହକିରେ ଅମିତ ରୋହିଦାସ ଓ ବୀରେନ୍ଦ୍ର ଲାକ୍ରା ମହିଳା ହକିରେ ଦୀପଗ୍ରେସ ଏକ୍କା ଓ ନମିତା ଟପ୍ପୋ ଏବଂ ମହିଳା ୧୦୦ ଓ ୨୦୦ ମିଟର ଦୌଡ଼ରେ ଦୂତି ଚାନ୍ଦ ଭାଗ ନେଇଥିଲେ । ପୁରୁଷ ହକି ଦଳ ୪୧ ବର୍ଷ ପରେ ଅଲିମ୍ପିକ୍ସ ପଦକ ଜିତିଥିଲା । ଏଥିସହିତ ଓଡ଼ିଶାର ଅଲିମ୍ପିକ୍ସ ପଦକ ସ୍ୱପ୍ନ ପୂରଣ ହୋଇଥିଲା । ବୀରେନ୍ଦ୍ର ଓ ଅମିତ ରାଜ୍ୟର ପ୍ରଥମ ଅଲିମ୍ପିକ୍ସ ପଦକ ବିଜେତା ହେବାର ଗୌରବ ଅର୍ଜନ କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ