Masthead

୨୪ରୁ ଟୋକିଓ ପାରା ଅଲିମ୍ପିକ୍ସ

(ବଡ଼ ଖବର ବ୍ୟୁରୋ): ଟୋକିଓ ଅଲିମ୍ପିକ୍ସ ଶେଷ ହୋଇଛି । ଆସନ୍ତା ୨୪ ତାରିଖରୁ ଆରମ୍ଭ ହେବ ପାରାଲିମ୍ପିକ୍ସ-୨୦୨୦ । ଆସନ୍ତା ୨୪ ତାରିଖରୁ ଆରମ୍ଭ ହେବାକୁ ଥିବା ପାରାଲିମ୍ପିକ୍ସରେ ବ୍ୟାଡମିଣ୍ଟନରେ ବିଶ୍ୱ ଚାମ୍ପିଅନ ପ୍ରମୋଦ ଭଗତ୍‌ ଅଂଶ ଗ୍ରହଣ କରିବେ । ତାଙ୍କର ପୂର୍ବ ପ୍ରଦର୍ଶନ ଅନୁସାରେ ସେ ଟୋକିଓରେ ପଦକ ଦାବିଦାର ରହିଛନ୍ତି । ପ୍ରମୋଦଙ୍କ ଉପରେ ସାରା ଦେଶବାସୀଙ୍କ ନଜର ରହିବ । ଅଲିମ୍ପିକ୍ସ ଆସନ୍ତା ୨୪ରୁ ଆରମ୍ଭ ହୋଇ ସେପ୍ଟେମ୍ବର ୫ ତାରିଖ ଯାଏ ଚାଲିବ ।

ସୂଚନା ମୁତାବିକ, ଚଳିତ ବର୍ଷ ଟୋକିଓ ଅଲିମ୍ପିକ୍ସରେ ଓଡ଼ିଶାରୁ ପୁରୁଷ ହକିରେ ଅମିତ ରୋହିଦାସ ଓ ବୀରେନ୍ଦ୍ର ଲାକ୍ରା ମହିଳା ହକିରେ ଦୀପଗ୍ରେସ ଏକ୍କା ଓ ନମିତା ଟପ୍ପୋ ଏବଂ ମହିଳା ୧୦୦ ଓ ୨୦୦ ମିଟର ଦୌଡ଼ରେ ଦୂତି ଚାନ୍ଦ ଭାଗ ନେଇଥିଲେ । ପୁରୁଷ ହକି ଦଳ ୪୧ ବର୍ଷ ପରେ ଅଲିମ୍ପିକ୍ସ ପଦକ ଜିତିଥିଲା । ଏଥିସହିତ ଓଡ଼ିଶାର ଅଲିମ୍ପିକ୍ସ ପଦକ ସ୍ୱପ୍ନ ପୂରଣ ହୋଇଥିଲା । ବୀରେନ୍ଦ୍ର ଓ ଅମିତ ରାଜ୍ୟର ପ୍ରଥମ ଅଲିମ୍ପିକ୍ସ ପଦକ ବିଜେତା ହେବାର ଗୌରବ ଅର୍ଜନ କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’