Masthead

କାଲି ବନ୍ଦେ ଭାରତ ଟ୍ରାଏଲ ରନ୍

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଓଡ଼ିଶାରେ କାଲି ହେବ ବନ୍ଦେ ଭାରତର ଟ୍ରାଏଲ ରନ୍ । ପୁରୀ–ହାୱଡା ମଧ୍ୟରେ ହେବ ଏହି ଟ୍ରାଏଲ ରନ୍ । ସକାଳ ୬.୧୦ ରେ ହାୱଡାରୁ ଯାତ୍ରା ଅରମ୍ଭ କରିବ । ହାୱଡ଼ା ପରେ ଖଡ଼ଗପୁର, ଭଦ୍ରକ, ଯାଜପୁର, କଟକରେ ୨ ମିନିଟ ରହିବ । କଟକ ପରେ ଭୁବନେଶ୍ୱର, ଖୋର୍ଦ୍ଧାରେ ୨ ମିନିଟ ରହି ପୁରୀ ଯିବ । ୧୨ଟା ୩୫ରେ ପୁରୀରେ ପହଞ୍ଚି ପୁଣି ୧ଟା ୫୦ରେ ପୁରୀ ଛାଡ଼ିବ । ୧ଟା ୫୦ରେ ପୁରୀ ଛାଡ଼ି ରାତି ୮ଟା ୩୦ରେ ହାୱଡ଼ାରେ ପହଞ୍ଚିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ