Masthead

ଆଜି ରାତି ଆମ ପାଇଁ ବେଶ ଗୁରୁତ୍ୱପୂର୍ଣ୍ଣ: ସର୍ବୋଚ୍ଚ ଯନ୍ତ୍ରୀ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):  ବୈତରଣୀ ରେ ବନ୍ୟା ସ୍ଥିତି ଅଛି । ମହାନଦୀ ବେସିନରେ ମଧ୍ୟମ ଧରଣର ବନ୍ୟା ହେବାର ଆଶଙ୍କା ରହିଛି । ଆଜି ସନ୍ଧ୍ୟା ସୁଦ୍ଧା ପିକ ଫ୍ଲଡ଼ ମୁଣ୍ଡଳୀ ଦେଇ ଅତିକ୍ରମ କରିବ । ସେମିତି କୌଣସି ସ୍ଥାନରେ ନଦୀ ବନ୍ଧ ଭାଙ୍ଗି ନାହିଁ । ପୁରୀ, ନୟାଗଡ଼, କଟକ, ଜଗତସିଂହପୁର ଓ ଖୋର୍ଦ୍ଧା ଭଳି ରାଜ୍ୟର ଅଧିକାରୀଙ୍କୁ ସଜାଗ ରଖାଯାଇଛି ।

ବରିଷ୍ଠ ଅଧିକାରୀମାନଙ୍କୁ ବି ଫିଲଡ଼ କୁ ପଠାଯାଇଛି । ଆଜି ରାତି ଟା ଆମ ପାଇଁ ବେଶ ଗୁରୁତ୍ୱପୂର୍ଣ୍ଣ । ନୟାଗଡ଼ ଓ କଟକର କିଛି ତଳି ଅଞ୍ଚଳ ବର୍ତ୍ତମାନ ସୁଦ୍ଧା ପ୍ରଭାବିତ ହୋଇଛି । ଉପର ମୁଣ୍ଡରେ ବର୍ଷା ଜାରୀ ରହିଛି। ହୀରାକୁଦ ସ୍ଥିତି ଉପରେ ନଜର ରଖାଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ