Masthead

ଆଜି ରାତି ଆମ ପାଇଁ ବେଶ ଗୁରୁତ୍ୱପୂର୍ଣ୍ଣ: ସର୍ବୋଚ୍ଚ ଯନ୍ତ୍ରୀ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):  ବୈତରଣୀ ରେ ବନ୍ୟା ସ୍ଥିତି ଅଛି । ମହାନଦୀ ବେସିନରେ ମଧ୍ୟମ ଧରଣର ବନ୍ୟା ହେବାର ଆଶଙ୍କା ରହିଛି । ଆଜି ସନ୍ଧ୍ୟା ସୁଦ୍ଧା ପିକ ଫ୍ଲଡ଼ ମୁଣ୍ଡଳୀ ଦେଇ ଅତିକ୍ରମ କରିବ । ସେମିତି କୌଣସି ସ୍ଥାନରେ ନଦୀ ବନ୍ଧ ଭାଙ୍ଗି ନାହିଁ । ପୁରୀ, ନୟାଗଡ଼, କଟକ, ଜଗତସିଂହପୁର ଓ ଖୋର୍ଦ୍ଧା ଭଳି ରାଜ୍ୟର ଅଧିକାରୀଙ୍କୁ ସଜାଗ ରଖାଯାଇଛି ।

ବରିଷ୍ଠ ଅଧିକାରୀମାନଙ୍କୁ ବି ଫିଲଡ଼ କୁ ପଠାଯାଇଛି । ଆଜି ରାତି ଟା ଆମ ପାଇଁ ବେଶ ଗୁରୁତ୍ୱପୂର୍ଣ୍ଣ । ନୟାଗଡ଼ ଓ କଟକର କିଛି ତଳି ଅଞ୍ଚଳ ବର୍ତ୍ତମାନ ସୁଦ୍ଧା ପ୍ରଭାବିତ ହୋଇଛି । ଉପର ମୁଣ୍ଡରେ ବର୍ଷା ଜାରୀ ରହିଛି। ହୀରାକୁଦ ସ୍ଥିତି ଉପରେ ନଜର ରଖାଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା