Masthead

ବାଇକ ଯୋଗେ ଘରକୁ ନେଲେ ଶବ

କଳାହାଣ୍ଡି (ବଡ଼ ଖବର ବ୍ୟୁରୋ): କଳାହାଣ୍ଡିରେ ଦେଖିବାକୁ ମିଳିଛି ଏକ ଅଭାବନୀୟ ଘଟଣା । ବାଇକ ଯୋଗେ ଗାଁକୁ ଫେରୁଛି ଦାଦନ ଶ୍ରମିକଙ୍କ ମୃତଦେହ। ଜୟପାଟଣା ଥାନା ବାନେର ପଂଚାୟତ କାଦୋପଦର୍ ଗ୍ରାମର ଯୁବକ ଗିରିଧାରୀ ବାଗ ହାଇଦ୍ରାବାଦର ଏକ ଘୋରୋଇ କମ୍ପାନୀରେ ଡ୍ରାଇଭର ଭାବରେ କାମ କରୁଥିଲେ । ହେଲେ ହଠାତ୍ ଶରୀର ଅସୁସ୍ଥ ହେବାରୁ ଘରକୁ ଫେରିବା ସମୟରେ ବସରେ ତାଙ୍କର ମୃତ୍ୟୁ ଘଟିଛି। ଆମପାଣି ଘାଟି ନିକଟରେ ବସ୍ ରୁ ମୃତଦେହକୁ ଓହ୍ଲାଇ ଦେବା ପରେ ବାଇକରେ ମୃତ ଦେହନେଉଥିବା ଚିତ୍ର ସାମ୍ନକୁ ଆସୁଛି।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା