Masthead

ଟଙ୍କା ନେଲେ, ଚାକିରୀ ଦେଲେନାହିଁ

ଝାରସୁଗୁଡା(ବଡ଼ ଖବର ବ୍ୟୁରୋ): ଟଙ୍କା ନେଇଛନ୍ତି ଝାରସୁଗୁଡା ବିଜେପି ଜିଲ୍ଲା ସଭାପତି ମଙ୍ଗଳ ସାହୁ । ଆଉ ଫେରାଇନାହାନ୍ତି । ଏଭଳି ଅଭିଯୋଗ କରିଛନ୍ତି ଜଣେ ମହିଳା । ଯାହାଙ୍କ ନାଁ ଅନୀତା ହେମ୍ପ୍ରମ୍ । ଅନୀତାଙ୍କ କହିବା ଅନୁସାରେ ମାର୍ଚ୍ଚ ୨୦୨୦ରେ ତାଙ୍କ ପୁଅକୁ ଚାକିରୀ ଦେବା କହି ମଙ୍ଗଳ ସାହୁ ଏକ ଲକ୍ଷ ୫୦ହଜାର ଟଙ୍କା ନେଇଥିଲେ । ହେଲେ ଚାକିରୀ ଦେଲେନାହିଁ ।

ଡିସେମ୍ବର ୨୦୨୦ ସୁଦ୍ଧା ଟଙ୍କା ଫେରସ୍ତ କରିବେ ବୋଲି କହିଥିଲେ ଝାରସୁଗୁଡା ବିଜେପି ଜିଲ୍ଲା ସଭାପତି । ହେଲେ ନା ଟଙ୍କା ଫେରାଇଲେ ନା ଚାକିରୀ ଦେଲେ । ଯାହାକୁ ନେଇ ଅନୀତା ଝାରସୁଗୁଡା ଥାନାର ଦ୍ୱାରସ୍ତ ହୋଇଛନ୍ତି । ସେପଟେ ବିଜେପି ନେତା ଏହାକୁ ଖଣ୍ଡନ କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା