ଟଙ୍କା ନେଲେ, ଚାକିରୀ ଦେଲେନାହିଁ

ଝାରସୁଗୁଡା(ବଡ଼ ଖବର ବ୍ୟୁରୋ): ଟଙ୍କା ନେଇଛନ୍ତି ଝାରସୁଗୁଡା ବିଜେପି ଜିଲ୍ଲା ସଭାପତି ମଙ୍ଗଳ ସାହୁ । ଆଉ ଫେରାଇନାହାନ୍ତି । ଏଭଳି ଅଭିଯୋଗ କରିଛନ୍ତି ଜଣେ ମହିଳା । ଯାହାଙ୍କ ନାଁ ଅନୀତା ହେମ୍ପ୍ରମ୍ । ଅନୀତାଙ୍କ କହିବା ଅନୁସାରେ ମାର୍ଚ୍ଚ ୨୦୨୦ରେ ତାଙ୍କ ପୁଅକୁ ଚାକିରୀ ଦେବା କହି ମଙ୍ଗଳ ସାହୁ ଏକ ଲକ୍ଷ ୫୦ହଜାର ଟଙ୍କା ନେଇଥିଲେ । ହେଲେ ଚାକିରୀ ଦେଲେନାହିଁ ।

ଡିସେମ୍ବର ୨୦୨୦ ସୁଦ୍ଧା ଟଙ୍କା ଫେରସ୍ତ କରିବେ ବୋଲି କହିଥିଲେ ଝାରସୁଗୁଡା ବିଜେପି ଜିଲ୍ଲା ସଭାପତି । ହେଲେ ନା ଟଙ୍କା ଫେରାଇଲେ ନା ଚାକିରୀ ଦେଲେ । ଯାହାକୁ ନେଇ ଅନୀତା ଝାରସୁଗୁଡା ଥାନାର ଦ୍ୱାରସ୍ତ ହୋଇଛନ୍ତି । ସେପଟେ ବିଜେପି ନେତା ଏହାକୁ ଖଣ୍ଡନ କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର! 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର!