Masthead

ଅକ୍ଟୋବରରେ ଶୀର୍ଷ ଛୁଇଁବ ସଂକ୍ରମଣ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଅକ୍ଟୋବରରେ ଶୀର୍ଷ ଛୁଇଁବ ସଂକ୍ରମଣ । ଏ ସମ୍ପର୍କରେ ଜାତୀୟ ପରିଚାଳନା ସଂସ୍ଥାନ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟକୁ ଅଇଜ୍ଞଚ୍ଛ କରାଇଛି । କରୋନାର ତୃତୀୟ ଲହର ଦେଶରେ ଭୟଙ୍କର ସ୍ଥିତି ସୃଷ୍ଟି କରିବାର ଆଶଙ୍କା ରହିଛି । ଦିନକୁ ୪ରୁ ୫ଲକ୍ଷ ଲୋକ ସଂକ୍ରମିତ ହେବେ । ପ୍ରତି ୧୦୦ ସଂକ୍ରମିତଙ୍କ ମଧ୍ୟରେ ୨୩ଜଣଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରିବାକୁ ପଡିବ ବୋଲି ନୀତି ଆୟୋଗ ସଦସ୍ୟ ଭିକେ ପଲ କହିଛନ୍ତି ।

ନୀତି ଆୟୋଗର ଆକଳନ ପରେ ଜାତୀୟ ବିପର୍ଯ୍ୟୟ ପରିଚାଳନା ସଂସ୍ଥାନ ପକ୍ଷରୁ ସ୍ଥିତିର ଅନୁଧ୍ୟାନ କରାଯାଇଥିଲା । ଜାତୀୟ ବିପର୍ଯ୍ୟୟ ପରିଚାଳନା ସଂସ୍ଥାନର ବିଶେଷଜ୍ଞମାନେ କହିଛନ୍ତି ତୃତୀୟ ଲହରରେ ଅଧିକ ଶିଶୁ ପ୍ରଭାବିତ ହୋଇପାରନ୍ତି । ଏ ସମ୍ପର୍କରେ ପ୍ରସ୍ତୁତ ରହିବାକୁ ବିଶେଷଜ୍ଞ କମିଟି କେନ୍ଦ୍ର ସରକାରଙ୍କୁ ପ୍ରସ୍ତାବ ଦେଇଛନ୍ତି । ବିଶେଷଜ୍ଞମାନେ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟକୁ ମଧ୍ୟ ଅଗବତ କରାଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ପ୍ରସନ୍ନ ଯିବେ ବିଜେପି!, ଚର୍ଚ୍ଚା ବଢାଇଲା କେକ୍ 🔴 ବନ୍ୟା ପାଣିରେ ଭାସି ବୃଦ୍ଧ ନିଖୋଜ 🔴 ୨୪ ଘଣ୍ଟା ପ୍ରବଳ ବର୍ଷା 🔴 ମୋ ପାଇଁ ଛୁଆଙ୍କୁ ଲଗାଇଛନ୍ତି ନବୀନ: ଧର୍ମେନ୍ଦ୍ର ପ୍ରଧାନ 🔴 ବୈତରଣୀରେ ବଢ଼ୁଛି ପାଣି, ପୁଣି ଡରାଇଲା ବନ୍ୟା 🔴 ଓଡ଼ିଶା ଜଙ୍ଗଲରେ ଅସୁରକ୍ଷିତ କି ‘ବାଘ’? 🔴 ଲିଫ୍ଟ ମନା କରିବା ପଡ଼ିଲା ମହଙ୍ଗା 🔴 ଆଜି ସୃଷ୍ଟି ହେବ ଲଘୁଚାପ, ୧୧ ଯାଏଁ ପ୍ରବଳ ବର୍ଷା 🔴 ବିଜୟଙ୍କ ଛାଡ଼ପତ୍ର ମାମଲାରେ ବଡ଼ ଟ୍ୱିଷ୍ଟ 🔴 ବ୍ରିକ୍ସ ବୈଠକ, ୩ ଦେଶକୁ ବଡ଼ ସହଯୋଗ ଘୋଷଣା କଲା ଭାରତ 🔴 ପ୍ରସନ୍ନ ଯିବେ ବିଜେପି!, ଚର୍ଚ୍ଚା ବଢାଇଲା କେକ୍ 🔴 ବନ୍ୟା ପାଣିରେ ଭାସି ବୃଦ୍ଧ ନିଖୋଜ 🔴 ୨୪ ଘଣ୍ଟା ପ୍ରବଳ ବର୍ଷା 🔴 ମୋ ପାଇଁ ଛୁଆଙ୍କୁ ଲଗାଇଛନ୍ତି ନବୀନ: ଧର୍ମେନ୍ଦ୍ର ପ୍ରଧାନ 🔴 ବୈତରଣୀରେ ବଢ଼ୁଛି ପାଣି, ପୁଣି ଡରାଇଲା ବନ୍ୟା 🔴 ଓଡ଼ିଶା ଜଙ୍ଗଲରେ ଅସୁରକ୍ଷିତ କି ‘ବାଘ’? 🔴 ଲିଫ୍ଟ ମନା କରିବା ପଡ଼ିଲା ମହଙ୍ଗା 🔴 ଆଜି ସୃଷ୍ଟି ହେବ ଲଘୁଚାପ, ୧୧ ଯାଏଁ ପ୍ରବଳ ବର୍ଷା 🔴 ବିଜୟଙ୍କ ଛାଡ଼ପତ୍ର ମାମଲାରେ ବଡ଼ ଟ୍ୱିଷ୍ଟ 🔴 ବ୍ରିକ୍ସ ବୈଠକ, ୩ ଦେଶକୁ ବଡ଼ ସହଯୋଗ ଘୋଷଣା କଲା ଭାରତ