Masthead

ଆମେରିକାରେ ଭୟଙ୍କର ଘୂର୍ଣ୍ଣିଝଡ, ୨୧ ମୃତ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଆମେରିକାରେ ଭୟଙ୍କର ଘୁର୍ଣ୍ଣିଝଡ । ଚାଲିଗଲା ୨୧ ଜଣଙ୍କ ଜୀବନ । ମୃତୁ୍ୟ ସଂଖ୍ୟା ଆହୁରି ବଢିପାରେ ବୋଲି ଆଶଙ୍କା କରାଯାଉଛି । ଏହି ଘୂର୍ଣ୍ଣିଝଡ଼ରେ ୯ ଟି ରାଜ୍ୟରେ ପ୍ରଭାବ ଦେଖିବାକୁ ମିଳିଛି । ସୂଚନା ଅନୁସାରେ ଏହି ଘୁର୍ଣ୍ଣିଝଡ଼ରେ ଘର ଭାଙ୍ଗିବା ସହ ଅନେକ କ୍ଷୟକ୍ଷତି ହୋଇଛି ।

କ୍ଷୟକ୍ଷତିର ପରିମାଣ ଆକଳନ କରାଯାଇନଥଲେ କୋଟି କୋଟି ଟଙ୍କାର ସମ୍ପତି ନଷ୍ଟ ହୋଇଥିବା କୁହାଯାଉଛି । ଆମେରିକାର ୯ ଟି ରାଜ୍ୟର ୧୨ରୁ ଅଧିକ ସ୍ଥାନରେ ଏଭଳି ଘୁର୍ଣ୍ଣିଝଡ ଦେଖିବାକୁ ମଳିଛି । ଶୁକ୍ରବାର ଏବଂ ଶନିବାର ଦୁଇ ଦିନ ଏଭଳି ଭୟଙ୍କର ଝଡ ତୋଫାନ ହୋଇଛି । ଝଡ ସମୟରେ ୧୬୫ କିଲୋମିଟର ବେଗର ପବନ ବହିଥିଲା । ଯାହା ପ୍ରାୟ ୪୦ କିଲୋମିଟର ପର୍ୟ୍ୟନ୍ତ ପ୍ରଭାବିତ କରିଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା