ସ୍ନୋ ଫଲର ମଜା ନେଉଛନ୍ତି ପର୍ଯ୍ୟଟକ

ଜମ୍ମୁକାଶ୍ମୀର(ବଡ଼ ଖବର ବ୍ୟୁରୋ): ଦେଶରେ ଜାରି ରହିଛି ଶୀତ ଲହରୀ । ଶୀତର ପ୍ରକୋପରେ ଥରୁଛି ସାରା ଦେଶ । କାଶ୍ମୀର ଠାରୁ କନ୍ୟାକୁମାରୀ ପର୍ଯ୍ୟନ୍ତ ଜାଡ଼ରେ ଅସ୍ତବ୍ୟସ୍ତ ସାରା ଦେଶ । ଅନ୍ୟପଟେ ଭାରତର ଜମ୍ମୁକାଶ୍ମୀରରେ ମଧ୍ୟ ଶୀତର ଲହରୀ ଜାରି ରହିଛି । ଜମ୍ମୁକାଶ୍ମୀରରେ ତୁଷାରପାତର ମଜା ନେଉଛନ୍ତି ପର୍ଯ୍ୟଟକ ।

ଜମ୍ମୁକାଶ୍ମୀରର ପାଟନିଟପ ଠାରେ ଏହି ତୁଷାରପାତର ମଜା ନେଉଥିବା ପର୍ଯ୍ୟଟକଙ୍କ ଭିଡ଼ ଦେଖିବାକୁ ମିଳିଛି । ଶୀତ ସାଙ୍ଗକୁ ତୁଷାରପାତର ମଜା ମଧ୍ୟ ନେଉଛନ୍ତି ପର୍ଯ୍ୟଟକ । ଆଗକୁ ନୂତନ ବର୍ଷ ଆସୁଥିବାରୁ ଏଠାରେ ପର୍ଯ୍ୟଟକଙ୍କ ଭିଡ଼ ମଧ୍ୟ ବଢିବାରେ ଲାଗିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ