Masthead

ସମୁଦ୍ରରେ ବୁଡିଯିବା ସମୟରେ ଉଦ୍ଧାର ହେଲେ ପର୍ଯ୍ୟଟକ

ପୁରୀ(ବଡ ଖବର ବ୍ୟୁରୋ): ପୁରୀ ବେଳାଭୂମିରେ ସ୍ନାନ କରିବା ସମୟରେ ଅଘଟଣ। ବୁଡି ଯାଉଥିବା ଜଣେ ପର୍ଯ୍ୟଟକଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କଲେ ଲାଇଫଗାର୍ଡ। ପୁରୀ ବେଳାଭୂମିର ୧୨ନମ୍ବର ସେକ୍ଟରରେ ପଶ୍ଚିମବଙ୍ଗ ନୁଟୁଣାର ୨୦ବର୍ଷୀୟ ଯୁବକ ନାରାୟଣ ପାଲ୍ ସ୍ନାନ କରିବା ସମୟରେ ଏକ ବଡ ଲହଡି ମାଡରେ ଗଭୀର ସମୁଦ୍ର ଭିତରକୁ ଚାଲିଯାଇଥିଲେ।

ସେଠାରେ ଉପସ୍ଥିତ ଥିବା ଲାଇଫଗାର୍ଡ ତୁରନ୍ତ ସେମାନଙ୍କ ଉପକରଣ ମାଧ୍ୟମରେ ଗଭୀର ସମୁଦ୍ର ଭିତରକୁ ଯାଇ ନାରାୟଣଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରିଛନ୍ତି। ଉଦ୍ଧାର ପରେ ସମ୍ପୃକ୍ତ ଯୁବକଙ୍କୁ ପ୍ରାଥମିକ ଚିକିତ୍ସା ଦିଆଯିବା ପରେ ସେ ସମ୍ପୂର୍ଣ୍ଣ ସୁସ୍ଥ ଥିବା ଜଣାପଡିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି