Masthead

ଆତ୍ମନିର୍ଭରଶୀଳର ମାଧ୍ୟମ ଖେଳଣା

ସ୍ୱଦେଶୀ ଖେଳଣା ମେଳାକୁ ଉଦ୍ଘାଟନ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିା ଆତ୍ମନିର୍ଭର ଭାରତ ପାଇଁ ସ୍ୱଦେଶୀ ଖେଳଣା ନିର୍ମାଣ ଏକ ବଡ ଭୂମିକା ଗ୍ରହଣ କରୁଛି । ଯାହାଫଳରେ ଦେଶରେ ଥିବା ହଜାର ହଜାର ବେକାରୀ ରୋଜଗାର କ୍ଷମ ହୋଇପାରିବେ । ଖେଳଣା ମେଳା ୨୦୨୧ କୁ ଭିଡିଓ କନଫରେନ୍ସିଂ ଜରିଆରେ ଉଦଘାଟନ କରି ଏଭଳି ବାର୍ତ୍ତା ରଖିଛନ୍ତି ପ୍ରଧାନମନ୍ତ୍ରୀ ।

 

ସେ କହିଛନ୍ତି, ସ୍ୱଦେଶୀ ଖେଳଣାର ଚାହିଦା ବୃଦ୍ଧି ପାଇଁ ସରକାର ପ୍ରୟାସ ଆରମ୍ଭ କରିଛନ୍ତି । ଦେଶରେ ଖେଳଣା ଉଦ୍ୟୋଗକୁ ନୂଆ ବିକାଶ ନୀତି ଦେବା ପାଇଁ ସରକାରଙ୍କ ତରଫରୁ ଉଦ୍ୟମ ଜାରି ରହିଛି । ଆଜିର ଯୁବପିଢୀ ମାନେ ସ୍ୱଦେଶୀ ଖେଳଣା ନିର୍ମାଣ କ୍ଷେତ୍ରରେ ନିଜର କ୍ୟାରିୟର ଆରମ୍ଭ କରିପାରିବେ ଓ ଲାଭବାନ ମଧ୍ୟ ହେବେ ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ