ଆତ୍ମନିର୍ଭରଶୀଳର ମାଧ୍ୟମ ଖେଳଣା

ସ୍ୱଦେଶୀ ଖେଳଣା ମେଳାକୁ ଉଦ୍ଘାଟନ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିା ଆତ୍ମନିର୍ଭର ଭାରତ ପାଇଁ ସ୍ୱଦେଶୀ ଖେଳଣା ନିର୍ମାଣ ଏକ ବଡ ଭୂମିକା ଗ୍ରହଣ କରୁଛି । ଯାହାଫଳରେ ଦେଶରେ ଥିବା ହଜାର ହଜାର ବେକାରୀ ରୋଜଗାର କ୍ଷମ ହୋଇପାରିବେ । ଖେଳଣା ମେଳା ୨୦୨୧ କୁ ଭିଡିଓ କନଫରେନ୍ସିଂ ଜରିଆରେ ଉଦଘାଟନ କରି ଏଭଳି ବାର୍ତ୍ତା ରଖିଛନ୍ତି ପ୍ରଧାନମନ୍ତ୍ରୀ ।

 

ସେ କହିଛନ୍ତି, ସ୍ୱଦେଶୀ ଖେଳଣାର ଚାହିଦା ବୃଦ୍ଧି ପାଇଁ ସରକାର ପ୍ରୟାସ ଆରମ୍ଭ କରିଛନ୍ତି । ଦେଶରେ ଖେଳଣା ଉଦ୍ୟୋଗକୁ ନୂଆ ବିକାଶ ନୀତି ଦେବା ପାଇଁ ସରକାରଙ୍କ ତରଫରୁ ଉଦ୍ୟମ ଜାରି ରହିଛି । ଆଜିର ଯୁବପିଢୀ ମାନେ ସ୍ୱଦେଶୀ ଖେଳଣା ନିର୍ମାଣ କ୍ଷେତ୍ରରେ ନିଜର କ୍ୟାରିୟର ଆରମ୍ଭ କରିପାରିବେ ଓ ଲାଭବାନ ମଧ୍ୟ ହେବେ ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ