Masthead

ଟ୍ରାକ୍ଟର ଧକ୍କାରେ ଜୀବନ ଗଲା

ବୀରମହାରାଜପୁର, (ବଡ଼ ଖବର ବ୍ୟୁରୋ): ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ସଂଗ୍ରାମପୁର ପଞ୍ଚାୟତ ଯୁବରାଜପୁର ଗାଁରେ ଘଟିଛି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଖଣ୍ଡହତା ପଟରୁ ଫେରୁଥିବା ବେଳେ ଟ୍ରାକ୍ଟର ଧକ୍କାରେ ଚାଲିଗଲା ଯୁବକଙ୍କ ଜୀବନ । ମୃତକ ହେଲେ ମୂର୍ଷୁଣ୍ଢି ଗାଁର ଶଙ୍କର୍ଷଣ ଦ୍ଵାରୀ (୧୮) । ଶଙ୍କର୍ଷଣଙ୍କ ସାନଭାଇ ସଂକୀତ୍ତନ ଗୁରୁତର ହୋଇଛନ୍ତି । ସ୍ଥାନୀୟ ଲୋକେ ତାଙ୍କୁ ଉଦ୍ଧାର କରି ମେଡିକାଲରେ ଭର୍ତ୍ତି କରିଛନ୍ତି ।

ପୋଲିସ ଶଙ୍କର୍ଷଣଙ୍କ ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ଲାଗି ପଠାଇ ଦେଇଛି । ଦୁର୍ଘଟଣା ଘଟାଇଥିବା ଟ୍ରାକ୍ଟର ଜଙ୍ଗଲ ଭିତରକୁ ଫେରାର ହୋଇଯାଇଛି । ପୋଲିସ ଘଟଣାର ତନାଘନା କରୁଛି । ମୃତକଙ୍କ ପରିବାରକୁ ସରକାରୀ ସହାୟତା ଦିଆଯାଉ ବୋଲି ସ୍ଥାନୀୟ ଲୋକେ ଦାବି କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ଗୃହିଣୀଙ୍କ ପାଇଁ ସୁପ୍ରିମକୋର୍ଟରୁ ଆସିଲା ବଡ ଶୁଣାଣୀ 🔴 ଧମକର କେଇ ଘଣ୍ଟା ପରେ ଟ୍ରମ୍ପଙ୍କ ୟୁଟର୍ଣ୍ଣ 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ଗୃହିଣୀଙ୍କ ପାଇଁ ସୁପ୍ରିମକୋର୍ଟରୁ ଆସିଲା ବଡ ଶୁଣାଣୀ 🔴 ଧମକର କେଇ ଘଣ୍ଟା ପରେ ଟ୍ରମ୍ପଙ୍କ ୟୁଟର୍ଣ୍ଣ