Masthead

ଟ୍ରାକ୍ଟର ଡାଲା ଉଭାନ୍

ହାଟଡ଼ିହି(ବଡ଼ ଖବର ବୁରୋ): କେନ୍ଦୁଝର ଜିଲ୍ଲା ଆନନ୍ଦପୁର ରାଜସ୍ୱ ଉପଖଣ୍ଡର ବିଭିନ୍ନ ଥାନା ଅଞ୍ଚଳରୁ ଟ୍ରାକ୍ଟର ବ୍ୟାଟେରି ଓ ଡ଼ାଲା ଚୋରି କରୁଥିବା ଏକ ରାକେଟକୁ ପୋଲିସ ଠାବ କରିଛି। ଇନ୍ସପେକ୍ଟର ବିଶ୍ୱଜିତ ବେହେରାଙ୍କ ନେତୃତ୍ୱରେ ଏକ ସ୍ୱତନ୍ତ୍ର ପୋଲିସ ଟିମ ୩ଦିନ ଧରି ବିଭିନ୍ନ ସ୍ଥାନରେ ଚଢ଼ଉ କରି ୩ଟ୍ରାକ୍ଟର, ୫ ଟ୍ରାକ୍ଟର ଡ଼ାଲା ଜବତ କରିବା ସହ ୬ଜଣଙ୍କୁ ଗିରଫ କରିଛି। ଏହି କାରବାରରେ ନନ୍ଦିପଦା ଥାନାର ବଡ ରମ୍ପାସରୁ ଜଗନ୍ନାଥ ଜେନା, ଦେଓଗାଁ ଗ୍ରାମର ଗୁରିଆ ମୁଖୀ, ଘଷିପୁରା ଗ୍ରାମର କର୍ମାରାମ ମହାନ୍ତ, କପୁଣ୍ଡି ଗ୍ରାମର ସୁରେଶ ଜେନା, ସନ୍ତୋଷ ଜେନା ଓ ଘନଶ୍ୟାମ ଜେନାଙ୍କୁ ପୁଲିସ ଗିରଫ କରିଛି । ଗତ ୨ମାସ ମଧ୍ୟରେ ସୋସ, ନନ୍ଦିପଦା, ରାମଚନ୍ଦ୍ରପୁର ଓ ଘଷିପୁରା ଥାନା ଅଞ୍ଚଳରୁ ଟ୍ରାକ୍ଟର ଡାଲା ଚୋରି ହୋଇଥିବା ଥାନାରେ ରିପୋର୍ଟ ହୋଇଥିଲା। ଏହି ରାକେଟରେ ସଂପୃକ୍ତି ଅନ୍ୟମାନଙ୍କୁ ଗିରଫ କରିବା ପାଇଁ ପୋଲିସ ଚଢ଼ଉ ଜାରି ରଖିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବାବୁଙ୍କ ଘରୁ ମିଳିଲାଣି ଅଧାକିଲୋ ସୁନା 🔴 ପୁଣି ରାଜନୀତିକୁ ନେଇ ମନ୍ତବ୍ୟ ଦେଲେ ପାଣ୍ଡିଆନ 🔴 ଆଜି ଆସୁଛନ୍ତି ରାଷ୍ଟ୍ରପତି 🔴 ସମ୍ବଲପୁରରେ ଶୀତଳଷଷ୍ଠୀର ଧୁମ୍ 🔴 ଆସନ୍ତାକାଲି ଓଡିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ 🔴 ଅନୁଗୁଳରେ ଡବଲ ଏନକାଉଣ୍ଟର 🔴 ଆସନ୍ତା ୨୨ ତାରିଖ ଯାଏଁ ପ୍ରବଳ ଛେଚିବ 🔴 ୪୦୨ରନ୍ ଭାରତକୁ ବିଜୟ ଦେଇପାରେ 🔴 ପାଠ୍ୟପୁସ୍ତକ ପ୍ରସ୍ତୁତି କର୍ତ୍ତା ଓଡ଼ିଶା ଓ ଓଡ଼ିଆ ବୁଝନ୍ତି ତ? 🔴 ପାଠ୍ୟପୁସ୍ତକ ତ୍ରୁଟି ଉପରେ ମୁଖ୍ୟମନ୍ତ୍ରୀଙ୍କ କଡା ଆଭିମୁଖ୍ୟ , ତଦନ୍ତ ପାଇଁ ଗଠନ ହେଲା ଉଚ୍ଚସ୍ତରୀୟ କମିଟି 🔴 ବାବୁଙ୍କ ଘରୁ ମିଳିଲାଣି ଅଧାକିଲୋ ସୁନା 🔴 ପୁଣି ରାଜନୀତିକୁ ନେଇ ମନ୍ତବ୍ୟ ଦେଲେ ପାଣ୍ଡିଆନ 🔴 ଆଜି ଆସୁଛନ୍ତି ରାଷ୍ଟ୍ରପତି 🔴 ସମ୍ବଲପୁରରେ ଶୀତଳଷଷ୍ଠୀର ଧୁମ୍ 🔴 ଆସନ୍ତାକାଲି ଓଡିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ 🔴 ଅନୁଗୁଳରେ ଡବଲ ଏନକାଉଣ୍ଟର 🔴 ଆସନ୍ତା ୨୨ ତାରିଖ ଯାଏଁ ପ୍ରବଳ ଛେଚିବ 🔴 ୪୦୨ରନ୍ ଭାରତକୁ ବିଜୟ ଦେଇପାରେ 🔴 ପାଠ୍ୟପୁସ୍ତକ ପ୍ରସ୍ତୁତି କର୍ତ୍ତା ଓଡ଼ିଶା ଓ ଓଡ଼ିଆ ବୁଝନ୍ତି ତ? 🔴 ପାଠ୍ୟପୁସ୍ତକ ତ୍ରୁଟି ଉପରେ ମୁଖ୍ୟମନ୍ତ୍ରୀଙ୍କ କଡା ଆଭିମୁଖ୍ୟ , ତଦନ୍ତ ପାଇଁ ଗଠନ ହେଲା ଉଚ୍ଚସ୍ତରୀୟ କମିଟି