Masthead

ପ୍ରିୟଙ୍କାଙ୍କୁ ସଲାମ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଟ୍ରାଫିକ କନଷ୍ଟେବଲ ପ୍ରିୟଙ୍କା ବେରୱା । କର୍ତ୍ତବ୍ୟ ସାଙ୍ଗକୁ ମଣିଷପଣିଆ ଦେଖାଇଥିବାରୁ ତାଙ୍କ ନିକଟକୁ ଛୁଟିଛି ପ୍ରଶଂସାର ସୁଅ । ଭୁବନେଶ୍ୱର ଜାଭିୟର ଛକ ନିକଟରେ ଜଣେ ଦୁର୍ଘଟଣା ପାଡ଼ିତ ମହିଳାଙ୍କ ସେବା କରି ସମସ୍ତଙ୍କ ପ୍ରିୟଭାଜନ ହୋଇପାରିଛନ୍ତି ପ୍ରିୟଙ୍କା । ଦୁର୍ଘଟଣା ପୀଡ଼ିତାଙ୍କ ଗୋଡ଼ ବ୍ୟାଣ୍ଡେଜ କରୁଥିବା ସମୟର ଫଟୋ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି । ମାନବିକତା ଦେଖାଇଥିବା ପ୍ରିୟଙ୍କାଙ୍କୁ ସମସ୍ତେ ପ୍ରଶଂସା କରୁଛନ୍ତି ।

ପୂର୍ବରୁ ମଧ୍ୟ ଟ୍ରାଫିକ କର୍ମଚାରୀ ମାନବିକତା ଦେଖାଇ ସୋସିଆଲ ମିଡିଆ ସେନସେସନ ପାଲଟିଥିଲେ । କଟକରେ ଜଣେ ଟ୍ରାଫିକ କନଷ୍ଟେବଲ ରାସ୍ତାରେ ପଡ଼ିଥିବା ବାଲିଗୋଡ଼ି ସଫା କରିଥିଲେ । ତାଙ୍କୁ ପୋଲିସ ବିଭାଗ ପକ୍ଷରୁ ପୁରସ୍କୃତ କରାଯାଇଥିଲା ।
ନିକଟରେ ଜଣେ ଟମାଟୋ ବେପାରୀଙ୍କ ଟମାଟୋ ଗୋଟାଇ ବେପାରୀଙ୍କୁ ସହଯୋଗ କରିଥିବା ଦୁଇଜଣ ଟ୍ରାଫିକ କର୍ମଚାରୀଙ୍କ ଫଟୋ ମଧ୍ୟ ସୋସିଆଲ ମିଡିଆରେ ଭାଇରାଲ ହୋଇଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ଗୃହିଣୀଙ୍କ ପାଇଁ ସୁପ୍ରିମକୋର୍ଟରୁ ଆସିଲା ବଡ ଶୁଣାଣୀ 🔴 ଧମକର କେଇ ଘଣ୍ଟା ପରେ ଟ୍ରମ୍ପଙ୍କ ୟୁଟର୍ଣ୍ଣ 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ଗୃହିଣୀଙ୍କ ପାଇଁ ସୁପ୍ରିମକୋର୍ଟରୁ ଆସିଲା ବଡ ଶୁଣାଣୀ 🔴 ଧମକର କେଇ ଘଣ୍ଟା ପରେ ଟ୍ରମ୍ପଙ୍କ ୟୁଟର୍ଣ୍ଣ