Masthead

ଟ୍ରାଫିକ ଆଇନ ଉଲ୍ଲଙ୍ଘନ

ରାଜଗାଙ୍ଗପୁର(ବଡ଼ ଖବର ବ୍ୟୁରୋ): ଟ୍ରାଫିକ ଆଇନ ଉଲ୍ଲଙ୍ଘନ କରି ବାଇକ ଆରୋହୀଙ୍କୁ ଦେବାକୁ ପଡ଼ିଛି ଜରିମାନା । ଏଭଳି ଘଟଣା ଘଟିଛି ରାଜଗାଙ୍ଗପୁର ସହର ରାଣୀବନ୍ଧ ଛକଠାରେ । ପୋଲିସ ଓ ଆରଟିଓ କର୍ମଚାରୀମାନେ ଗାଡ଼ି ଚେକିଂ କରୁଥିବା ସମୟରେ ଲିଭନ ବାଡ଼ା ନାମକ ଜଣେ ବାଇକ ଆରୋହୀଙ୍କୁ ଧରିଥିଲେ । ସମସ୍ତ କାଗଜପତ୍ର ଯାଞ୍ଚ କରିବା ପରେ ୨୨ହଜାର ୫୦୦ ଟଙ୍କା ଚାଲଣ କଟାଯାଇଥିଲା । ସାଧାରଣ ଅପରାଧ ,ଡ଼ିଏଲ ନଥିବା , ଡ଼ିଏଲ ନଥାଇ ଗାଡ଼ି ଚଳାଇବା, ମଦପିଇ ଗାଡ଼ି ଚଳାଇବା ଆଦି ଅପରାଧରେ ଜରିମାନା କଟାଯାଇଥିଲା । ଜରିମାନ ଅର୍ଥ ନଦେବାରୁ ଚାଳକଙ୍କୁ ଅଟକ ରଖାଯାଇଥିବା ବେଳେ ତାଙ୍କ ବାଇକ ଜବତ କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ସଂସଦରେ ଧର୍ମେନ୍ଦ୍ର ପ୍ରଧାନଙ୍କ ଭବ୍ୟ ସ୍ୱାଗତ 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ସଂସଦରେ ଧର୍ମେନ୍ଦ୍ର ପ୍ରଧାନଙ୍କ ଭବ୍ୟ ସ୍ୱାଗତ