Masthead

ମର୍ମନ୍ତୁଦ ଦୁର୍ଘଟଣା, ୬ ମୃତ

ହାଇଦ୍ରାବାଦ(ବଡ଼ ଖବର ବ୍ୟୁରୋ): ଅଟୋକୁ ଟ୍ରକ ଧକ୍କା । ୬ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୭ ଜଣ ଗୁରୁତର ଆହତ ହୋଇଛନ୍ତି । ରବିବାର ସକାଳୁ ସକାଳୁ ଘଟିଛି ଏହି ଭୟଙ୍କର ସଡକ ଦୁର୍ଘଟଣା । ସଙ୍ଗେ ସଙ୍ଗେ ଗୁରୁତର ମାନଙ୍କୁ ସ୍ଥାନୀୟ ବିଜୟୱାଡା ମେଡିକାଲରେ ଭର୍ତ୍ତି କରାଯାଇଛି ।

ସୂଚନା ଆନୁସାରେ, ଆନ୍ଧ୍ରପ୍ରଦେଶର କୃଷ୍ଣା ଜିଲ୍ଲାରେ ଘଟିଛି ମର୍ମନ୍ତୁଦ ସଡକ ଦୁର୍ଘଟଣା । ଏକ ଅଟୋକୁ ଟ୍ରକ ଧକ୍କା ଦେବାରୁ ଏଥିରେ ୬ ଜଣଙ୍କ ମୃତ୍ୟୁ ହୋଇଛି, ୭ ଜଣ ଗୁରୁତର ଆହତ ହୋଇଛନ୍ତି । ସେଠାରେ ତାଙ୍କର ଚିକିତ୍ସା ଜାରି ରହିଛି । ଟ୍ରକଟି ଦ୍ରୁତଗତିରେ ଆସି ଅଟୋକୁ ଧକ୍କା ଦେବାରୁ ଘଟିଛି ଏହି ଦୁର୍ଘଟଣା । ଅନ୍ୟପଟେ ଏହି ଘଟଣାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଶୋକର ଛାୟା ଖେଳି ଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା