Masthead

ମାଲବାହୀ ଟ୍ରେନ ଲାଇନଚ୍ୟୁତ, ୧୨ ଟ୍ରେନ ବାତିଲ

ଅନୁଗୁଳ (ବଡ଼ ଖବର ବ୍ୟୁରୋ): ଅନୁଗୁଳ ଜିଲ୍ଲା  ବଅଁରପାଳ ବ୍ଲକ  ଭୋଗବେରେଣି ପଞ୍ଚାୟତ ଠାରେ ମାଲବାହି ଟ୍ରେନ୍ ଦୁର୍ଘଟଣା ଗ୍ରସ୍ତ । ଟ୍ରେନର ୯ ଟି ବଗି ଲାଇନଚ୍ୟୁତ ହୋଇଥିବାବେଳେ କାହାର ମୃତ୍ୟୁ ହୋଇନଥିବା ସୂଚନା ରହିଛି  । ଟ୍ରେନଟି  ବିଳମ୍ବିତ ରାତିରେ  ଗହମ ବୋଝେଇ କରି ଅନୁଗୁଳରୁ ବାହାରି ତାଳଚେର ଅଭିମୁଖେ ଯାଉଥିବାବେଳେ ଭଗୋବେରେଣୀ ରେଲୱେ ଷ୍ଟେସନ ନିକଟ କେନାଲ ଉପରେ ଦୁର୍ଘଟଣା ଘଟିଥିଲା ।ଲଗାଣ ବର୍ଷା ଯୋଗୁଁ ଟ୍ରାକ ଦବିଯାଇଥିବାରୁ ଏଭଳି ଦୁର୍ଘଟଣା ହୋଇଥିବା କହିଛନ୍ତି ରେଲୱେ ଅଧିକାରୀ । ରେଲୱେ କର୍ମଚାରୀମାନେ ପହଞ୍ଚି ଉଦ୍ଧାର କାର୍ଯ୍ୟ ଜାରି ରଖିଛନ୍ତି ।  ଏହାକୁ ଆଖି ଆଗରେ ରଖି ୧୨ ଟି ଟ୍ରେନ ବାତିଲ କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା