Masthead

ଭୁବନେଶ୍ୱରରେ ଟ୍ରେନ୍ ଦୁର୍ଘଟଣା, ସୁରକ୍ଷିତ ଅଛନ୍ତି ଯାତ୍ରୀ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ):ଭୁବନେଶ୍ୱରରେ ଦୁଇ ଟ୍ରେନ୍ ମୁହାଁମୁହିଁ । ପୁଣି ସାମ୍ନାକୁ ଆସିଲା ରେଳ ବିଭାଗର ଖାମ ଖିଆଲ୍ ନୀତି । ଭୁବନେଶ୍ୱର ଷ୍ଟେସନରୁ ଖାଲି ଯାତ୍ରୀବାହୀ ଟ୍ରେନ୍ ମଞ୍ଚେଶ୍ୱର ଦିଗରୁ ଆସୁଥିବା ଏକ ଏକ୍ସପ୍ରେସ୍କୁ ଧକ୍କା ଦେଇଛି । ଧକ୍କା ଦେଲା ପରେ ଦୁଇ ଟ୍ରେନ୍ ଝାରପଡା ବ୍ରିଜ୍ ନିକଟରେ ଠିଆ ହୋଇଛି । ସୂଚନା ଅନୁସାରେ କୋଣାର୍କ ଏକ୍ସପ୍ରେସ୍ ଭୁବନେଶ୍ୱରର ଚାରି ନମ୍ବର ପ୍ଲାଟ୍ଫର୍ମରେ ଲାଗିଥିଲା । ଟ୍ରାକ୍ ଚେଞ୍ଜ ବେଳେ ବ୍ରେକରେ କିଛି ଅସୁବିଧା ହେବାରୁ କିଛି ରାସ୍ତା ଗଡିଯାଇଥିଲା ଫଳରେ ଅନ୍ୟ ଟ୍ରେନ୍ ସହିତ ଧକ୍କା ହୋଇଥିଲା । ସେପଟେ ଗୋଟିଏ ଟ୍ରାକରେ ଦୁଇଟି ଟ୍ରେନ୍ କେମିତି ଆସିଲେ ଏନେଇ ପ୍ରଶ୍ନ ଉଠିଛି । କେଉଁ ପରିସ୍ଥିତିରେ ଏଭଳି ଘଟଣା ଘଟିଲା ତାକୁ ନେଇ ତଦନ୍ତ ଚାଲିଛି । ଏନେଇ କ୍ୟାପିଟାଲ୍ ଥାନାରେ ମାମଲା ରୁଜୁ । ଅନ୍ୟପଟେ ହୋଇଛି ସମସ୍ତ ଯାତ୍ରୀ ସୁରକ୍ଷିତ ଥିବା ସୂଚନା ମିଳିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା