Masthead

ଧାରଣାରେ ଫାଟ ଯୋଗୁଁ ହୋଇଥିଲା ଟ୍ରେନ୍ ଦୁର୍ଘଟଣା

ବିହାର (ବଡ଼ ଖବର ବ୍ୟୁରୋ): ବିହାର ବକ୍ସର ଜିଲ୍ଲାରେ ଟ୍ରେନ୍ ଦୁର୍ଘଟଣା ଘଟଣା। ଆସିଲା ପ୍ରାଥମିକ ତଦନ୍ତ ରିପୋର୍ଟ । ଧାରଣାରେ ଫାଟ ଯୋଗୁ ବିହାର ବକ୍ସର ରେଳ ଦୁର୍ଘଟଣା ହୋଇଥିବା ତଥ୍ୟ ସାମ୍ନାକୁ ଆସିଛି । ଦୁର୍ଘଟଣାକୁ ନେଇ ପୂର୍ବତଟ ରେଳପଥ ପକ୍ଷରୁ ତଦନ୍ତ କରାଯାଉଛି । ଏନେଇ ସମ୍ପୂର୍ଣ୍ଣ ତଥ୍ୟ ସାମ୍ନାକୁ ଆସିନଥିବା ବେଳେ ପ୍ରାଥମିକ ରିପୋର୍ଟରୁ ଧାରଣାରେ ଫାଟ ଯୋଗୁ ଦୁର୍ଘଟଣା ଘଟିଥିବା କୁହାଯାଉଛି ।

୧୧ତାରିଖ ବିଳମ୍ବିତ ରାତିରେ ବିହାର ବକ୍ସର ଜିଲ୍ଲା ରଘୁନାଥପୁର ରେଳ ଷ୍ଟେସନ ନିକଟରେ ନର୍ଥ ଇଷ୍ଟ ଏକ୍ସପ୍ରେସ ଦୁର୍ଘଟଣାଗ୍ରସ୍ତ ହୋଇଥିଲା । ୨୩ଟି କୋଚ ଧାରଣାରୁ ବାହାରିଯାଇଥିବା ବେଳେ ଦୁର୍ଘଟଣାରେ ୪ ଜଣଙ୍କ ମୃତ୍ୟୁ ଓ ଶତାଧିକ ଲୋକ ଆହତ ହୋଇଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ